ବାଲେଶ୍ବର : ଗିରଫ ହେଲେ ଚିଟ୍ଫଣ୍ଡ ସଂସ୍ଥା ରୋଜଭ୍ୟାଲି ଓଡ଼ିଶା ହେଡ୍ । ଓଡ଼ିଶା ହେଡ୍ ବିକ୍ରମଜିତ୍ ଭୌମିକଙ୍କୁ କୋଲକାତାରୁ ଗିରଫ କରିଛି ଅର୍ଥନୈତିକ ଅପରାଧ ଶାଖା। ଗିରଫ କରିବା ପରେ ତାଙ୍କୁ ବାଲେଶ୍ବର ଓପିଆଇଡି କୋର୍ଟରେ ହାଜର କରିଛି ଇଓଡବ୍ଲୁ । କୋର୍ଟରେ ହାଜର ପରେ ବିକ୍ରମଜିତ୍ଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ଜମାକାରୀଙ୍କୁ ଅଧିକ ଲାଭ ଦେବାର ଲୋଭ ଦେଖାଇ ୬ କୋଟିରୁ ଅଧିକ ଟଙ୍କା ଠକିଥିବା ନେଇ ଇଓଡବ୍ଲ୍ୟୁରେ ଅଭିଯୋଗ ହୋଇଥିଲା । ଏହି ଘଟଣାରେ ବିକ୍ରମଜିତଙ୍କୁ ପଶ୍ଚିମବଙ୍ଗର ମଇନାରୁ ଗିରଫ କରାଯାଇଥିବା ବେଳେ ସେ ୨୦୧୩ ମସିହାରୁ ଫେରାର ଥିଲେ ।
BREAKING NEWS
- ଆଇପିଏଲରୁ ଅବସର କାହିଁକି ନେଲେ କହିଲେ ଅଶ୍ୱୀନ
- ଟି୨୦: ଟିମ ଇଣ୍ଡିଆରେ ସ୍ଥାନ ପାଇବା ପାଇଁ ୮ ଓପନରଙ୍କ ମଧ୍ୟରେ ହେବ ପ୍ରତିଦ୍ୱନ୍ଦ୍ୱିତା
- ଉତ୍କଳିକା – କୋଚିନ ଓଡ଼ିଆ ସଂଘ ଦ୍ୱାରା ୧୬ତମ ପ୍ରତିଷ୍ଠା ଦିବସ ଓ ଉତ୍କଳ ଦିବସ ପାଳିତ
- ସିଙ୍ଗାପୁରରେ ପାଳିତ ହେଲା ଉତ୍କଳ ଦିବସ ୨୦୨୬, ମନମୁଗ୍ଧ କଲେ ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦାମ ପ୍ରଧାନ
- ବାହାର ରାଜ୍ୟର ପୁରୁଣା ବାଣିଜ୍ୟିକ ଗାଡ଼ି ମନା
- LPG ପରି PNG ମଧ୍ୟ ଆମଦାନୀ ଏବଂ ରପ୍ତାନି କରାଯାଇପାରେ କି?
- ରାହୁଲଙ୍କ ମୃତ୍ୟୁ ପାଇଁ ଦାୟୀ କିଏ?
- Rugby Championship: ଆରମ୍ଭ ହେଲା ୬୯ତମ SGFI ରଗବୀ ଚାମ୍ପିଅନସିପ୍; କଳିଙ୍ଗ ଷ୍ଟାଡିୟମରେ ୧୫ ରାଜ୍ୟର ଯୁବ ଖେଳାଳୀ
- ସ୍କୁଲ ହଷ୍ଟେଲରେ ସିନିୟରଙ୍କ ମାଡରେ ୨ ଜୁନିୟର ଛାତ୍ର ଗୁରୁତର
- ଲିଙ୍ଗରାଜ ମନ୍ଦିରରେ ସେବାୟତ ହାତାହାତି, ମହାପ୍ରଭୁଙ୍କ ନୀତିକାନ୍ତି ବନ୍ଦ…
Comments are closed.