ବାଲେଶ୍ବର : ଗିରଫ ହେଲେ ଚିଟ୍ଫଣ୍ଡ ସଂସ୍ଥା ରୋଜଭ୍ୟାଲି ଓଡ଼ିଶା ହେଡ୍ । ଓଡ଼ିଶା ହେଡ୍ ବିକ୍ରମଜିତ୍ ଭୌମିକଙ୍କୁ କୋଲକାତାରୁ ଗିରଫ କରିଛି ଅର୍ଥନୈତିକ ଅପରାଧ ଶାଖା। ଗିରଫ କରିବା ପରେ ତାଙ୍କୁ ବାଲେଶ୍ବର ଓପିଆଇଡି କୋର୍ଟରେ ହାଜର କରିଛି ଇଓଡବ୍ଲୁ । କୋର୍ଟରେ ହାଜର ପରେ ବିକ୍ରମଜିତ୍ଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ଜମାକାରୀଙ୍କୁ ଅଧିକ ଲାଭ ଦେବାର ଲୋଭ ଦେଖାଇ ୬ କୋଟିରୁ ଅଧିକ ଟଙ୍କା ଠକିଥିବା ନେଇ ଇଓଡବ୍ଲ୍ୟୁରେ ଅଭିଯୋଗ ହୋଇଥିଲା । ଏହି ଘଟଣାରେ ବିକ୍ରମଜିତଙ୍କୁ ପଶ୍ଚିମବଙ୍ଗର ମଇନାରୁ ଗିରଫ କରାଯାଇଥିବା ବେଳେ ସେ ୨୦୧୩ ମସିହାରୁ ଫେରାର ଥିଲେ ।
BREAKING NEWS
- ପୂର୍ବତନ କ୍ରିକେଟର ତଥା ସାଂସଦ ୟୁସୁଫ ପଠାଣଙ୍କୁ ଗୁଜୁରାଟ ସରକାରଙ୍କ ବଡ ଉପହାର
- ବିସ୍କୁଟରେ ମିଶୁଛି ଚୋକଡ, କ୍ଷୀରରେ ଡ଼ିଟରଜେଣ୍ଟ; ଏଫଏସଏସଏଆଇ ବଡ଼ କାର୍ଯ୍ୟାନୁଷ୍ଠାନ…
- ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟିର ଗଞ୍ଜେଇ ଜବତ, ୩ ଅଟକ…
- ଟାଇଗର ଶ୍ରଫ୍ଙ୍କୁ ଫାୟାରିଂ ପଛର ସତ୍ୟ ବାହାର କଲା ପୋଲିସ: ଚାକିରି ଓ ଟଙ୍କା ଲୋଭରେ କରାଯାଇଥିଲା ଆକ୍ରମଣ
- ଦେଶବାସୀଙ୍କୁ ମୋହନ ଭାଗବତଙ୍କ ସମ୍ୱୋଧନ: କହିଲେ, ଏକତା ଓ ପ୍ରଗତି ରାସ୍ତାରେ ଆମେ ଆଗକୁ ବଢ଼ିବା ଦରକାର
- ରେଲୱେ ଟ୍ରାକ ନିକଟରେ କୁମ୍ଭୀର, ଚିନ୍ତାରେ ଲୋକେ
- ଦଶହରା ଶୁଭେଚ୍ଛା: ରାଜ୍ୟବାସୀଙ୍କ ସୁଖ ଓ ସମୃଦ୍ଧି କାମନା କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
- ମା’କୁ ମାରି ରୋଷେଇ ଘରେ ପ୍ଲାଷ୍ଟର କରିବା ଘଟଣା: ପୁଅକୁ ଝାଡ଼ଖଣ୍ଡରୁ ଗିରଫ କଲା ପୋଲିସ
- ମ୍ୟାଟ୍ରିମୋନିଆଲ୍ ସାଇଟ୍ରେ ପ୍ରେମ ଜାଲ: ବିବାହ ଆଶା ଦେଖାଇ କୋଟିଏ ଟଙ୍କା ଚୂନ
- ଭାରତରୁ ନିଜ ଦେଶ ଇଣ୍ଡୋନେସିଆକୁ ଫେରିଲା ଓରାଙ୍ଗଉଟାନ ଶାବକ

Comments are closed.