ଦେବଗଡ: ଦେବଗଡ ଜିଲ୍ଲା କୁଣ୍ଢେଇଗୋଳା ଥାନା ଏଏସଆଇ ପରମାନନ୍ଦ ନାଏକ ନିଲମ୍ବିତ ହୋଇଛନ୍ତି । ଅଭିଯୋଗକାରିଣୀଙ୍କୁ ଲାଞ୍ଚ ମାଗି ସେ ନିଲମ୍ବିତ ହୋଇଛନ୍ତି । ‘ମୋ ସରକାର’ ପକ୍ଷରୁ ଫୋନରେ ଯୋଗାଯୋଗ କରାଯିବା ପରେ ଲାଞ୍ଚ ମାଗିଥିବା ଜଣାପଡିବା ପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଦେବଗଡ ଏସପି ମନୋଜ କୁମାର ମହନ୍ତ ନିଲମ୍ବିତ କରିବା ନେଇ ନିର୍ଦ୍ଦେଶ ଦେଇଛନ୍ତି ।
BREAKING NEWS
- Puri Drowning: ଚକ୍ରତୀର୍ଥ ରୋଡ୍ ସମୁଦ୍ରରେ ବୁଡ଼ି ମାଆ,ପୁଅଙ୍କ ମୃତ୍ୟୁ; ଉଭୟ ଝାଡ଼ଖଣ୍ଡର…
- ହାତୀ ମୃତ୍ୟୁ ମାମଲା; ଏସିଏଫ ସୂର୍ଯ୍ୟକାନ୍ତ ବେହେରା ନିଲମ୍ବିତ
- ରଣଜୀ ଟ୍ରଫି: ଓଡିଶା ୨୨୧ ରନରେ ଅଗ୍ରଣୀ
- ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦିବଙ୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ର
- ଲାଞ୍ଚ ନେଇ ବନ୍ଧା ହେଲେ ପଶୁଚିକିତ୍ସା କାର୍ଯ୍ୟାଳୟର କର୍ମୀ
- ମାଓ ସଂଗଠନ ପାଇଁ ଅଡିଓ ବାର୍ତ୍ତା ଜାରି କଲେ ଡିଜିପି; ସରେଣ୍ଡର ପାଇଁ ଏହି ଫୋନ୍ ନଂରେ ଯୋଗାଯୋଗ କରନ୍ତୁ…
- ମହିଳା ଚଳାଇବେ ଆମ ବସ୍, ଟ୍ରେନିଂ ପାଇଁ ଗଲେ ପୁଣେ
- କାଙ୍ଗାଳ ପାକିସ୍ତାନର ନିଚ୍ଛକ ସତ, ଇଜ୍ଜତ ବିକି ମାଗୁଛି କରଜ
- ପ୍ରଥମ ରାଷ୍ଟ୍ରପତି ଭାବେ ମା’ ବିରଜାଙ୍କୁ ଦର୍ଶନ କରିବେ ଦ୍ରୌପଦୀ ମୁର୍ମୁ
- ଅରିଜିତଙ୍କୁ ବଡ ଅନୁରୋଧ କଲେ ନିର୍ଦ୍ଦେଶକ ବିଶାଲ ଭରଦ୍ୱାଜ
Comments are closed.