ସୁବର୍ଣ୍ଣପୁର : ପୋଲିସ ପକ୍ଷରୁ ୬୩ତମ ପୋଲିସ ସହିଦ ଦିବସ ପାଳିତ ହୋଇଯାଇଛି I ସ୍ଥାନୀୟ ରିଜର୍ଭ ପଡିଆଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୋଗଦେଇ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବା ସହିତ ସହିଦ ସ୍ତମ୍ବରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାସ,ଜିଲ୍ଲା ପରିବହନ ଅଧିକାରୀ ଅକ୍ଷୟ କୁମାର ଜେନାଙ୍କ ସମତେ ଜିଲ୍ଲାର ପୋଲିସ କର୍ମଚାରୀମାନେ ଯୋଗଦେଇଥିଲେ I
BREAKING NEWS
- Bangladesh incident :ବାଂଲାଦେଶ ଘଟଣାକୁ ନିନ୍ଦା କଲେ ବଲିଉଡ଼ ଅଭିନେତ୍ରୀ ଜାନଭୀ କପୁର
- ଜାନୁଆରୀ ୨୧ରେ ଓଏସ୍ଏସ୍ଟିଇଟି ପରୀକ୍ଷା
- ବାଂଲାଦେଶରେ କଳାକାରଙ୍କୁ ଆକ୍ରମଣ, କନସର୍ଟରେ ଭଙ୍ଗାରୁଜା…
- ୬୦ ବର୍ଷରେ ସଲମାନ ଖାନ, ଏବେବି କମିନି ଚାର୍ମ…
- କୋଭିଡ-୧୯ ମହାମାରୀ ପରେ ଦେଶରେ ବଡ ସଙ୍କଟ ବାୟୁ ପ୍ରଦୂଷଣ
- ନନ୍ଦନକାନନରେ ପୁଣି ଆରମ୍ଭ ବୋଟିଂ ସେବା
- ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ମହୋତ୍ସବ ଉଦ୍ଘାଟିତ; ୩୫୦ ନୃତ୍ୟଶିଳ୍ପୀଙ୍କ ଅଂଶଗ୍ରହଣ, ଭାରତ ବାହାରୁ ୧୫…
- ସ୍ୱତନ୍ତ୍ର ଚଢ଼ାଉ ଅଭିଯାନର ୫ମ ଓ ୬ଷ୍ଠ ଦିନରେ ୪୨୧ ମାମଲା ରୁଜୁ,୨.୧୭ କୋଟି ମୂଲ୍ୟର…
- ଚଳିତ ମାସରୁ SOG ଯବାନ ଓ ଅଫିସରଙ୍କ Risk Allowance ହେଲା ବୃଦ୍ଧି
- ଆତଙ୍କବାଦ ଉପରେ ‘୩୬୦-ଡିଗ୍ରୀ’ପ୍ରହାର ପାଇଁ ପ୍ରସ୍ତୁତ:ଅମିତ ଶାହ
Comments are closed.