ସୁବର୍ଣ୍ଣପୁର : ପୋଲିସ ପକ୍ଷରୁ ୬୩ତମ ପୋଲିସ ସହିଦ ଦିବସ ପାଳିତ ହୋଇଯାଇଛି I ସ୍ଥାନୀୟ ରିଜର୍ଭ ପଡିଆଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୋଗଦେଇ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବା ସହିତ ସହିଦ ସ୍ତମ୍ବରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାସ,ଜିଲ୍ଲା ପରିବହନ ଅଧିକାରୀ ଅକ୍ଷୟ କୁମାର ଜେନାଙ୍କ ସମତେ ଜିଲ୍ଲାର ପୋଲିସ କର୍ମଚାରୀମାନେ ଯୋଗଦେଇଥିଲେ I
BREAKING NEWS
- ପୋଲିସ ଏସଆଇ ପରୀକ୍ଷା ସ୍କାମ୍: ସିବିଆଇ ରାଡାରରେ ଜେଲ୍ ଡିଜି ସୁଶାନ୍ତ ନାଥ, ଜେରା ପାଇଁ ରାଜ୍ୟ ସରକାରଙ୍କୁ ମାଗିଲା ଅନୁମତି
- ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା
- ଆୟୁଷ୍ମାନରେ ମିଶିବନି ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା
- ପାର୍ବଣ ପୂର୍ବରୁ ପୋଲିସର ଚେତାବନୀ: ଜୋର ଜବରଦସ୍ତ ଚାନ୍ଦା ଆଦାୟ କଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ
- ନେପାଳର ଭୟଙ୍କର ବନ୍ୟା; ଗୋଟିଏ ଘରୁ ମିଳିଲା ୨୩ ମୃତଦେହ
- India’s GDP: ତେଲ ସଙ୍କଟ ମଝିରେ କେମିତି ଏତେ ବଢିଗଲା ଭାରତର ଅର୍ଥନୀତି? ୭.୮% ଅଭିବୃଦ୍ଧି ପଛରେ ରହିଛି ଏହି ବଡ଼ କାରଣ…
- ପ୍ରବଳ ବର୍ଷା ଆଶଙ୍କା; ଏହି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
- S-400: ‘ଅପରେସନ୍ ସିନ୍ଦୂର’ରେ ପାକିସ୍ତାନକୁ କନ୍ଦାଇଥିଲା…ପୁଣି ବଡ଼ ଡିଲ୍ କରିବ ଭାରତ! ରୁଷିଆ ଦେଲା ୫ ୟୁନିଟ୍ର ଅଫର…
- ଦିଲ୍ଲୀ ଗସ୍ତରେ ଯିବେ ମୋହନ-ନବୀନ, ସରଗରମ ରାଜନୀତି
- ବଢୁଛି ବୈତରଣୀ; ବନ୍ୟା ଆଶଙ୍କା ନେଇ ଛାନିଆ ଲୋକେ

Comments are closed.