Latest Odisha News

BREAKING NEWS

କଟକରେ ବିଭିନ୍ନ ସ୍ଥାନରେ ଯାଞ୍ଚ ଚଳାଇଛି ପୋଲିସ

କଟକ: ଦିନକୁ ଦିନ ବଢିବାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ତେଣୁ ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ କଡାକଡି ଯାଞ୍ଚ ଆରମ୍ଭ ହୋଇଛି । ପୋଲିସ ଜନଗହଳି ପୂର୍ଣ୍ଣ ଅଂଚଳରେ ପହଞ୍ଚି କୋଭିଡ୍ ନିୟମ ପାଳନ ହେଉଛି ନା ନାହିଁ ତାର ଯାଞ୍ଚ କରୁଛି ।

ଲୋକମାନଙ୍କୁ କୋଭିଡ୍ ଗାଇଡଲାଇନ୍ ପାଳନ କରିବାକୁ ପରାମର୍ଶ ଦେଉଛି ପୋଲିସ । ସାନିଟାଇଜର ଓ ମାସ୍କ ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଉଛି ।

କଟକରେ କଡାକଡି ଯାଞ୍ଚ ହେଉଛି କୋଭିଡ୍ ନିୟମ । ରାସ୍ତାରେ ବୁଲିବୁଲି ଲୋକଙ୍କୁ ସଚେତନ କରୁଛି ପୋଲିସ । କୋଭିଡ୍ ଗାଇଡଲାଇନ୍ ପାଳନ କରିବାକୁ ପରାମର୍ଶ ।

Leave A Reply

Your email address will not be published.