ମାଲକାନଗିରି: ମାଲକାନଗିରି ଜିଲ୍ଲାର ମାଥିଲି ଥାନା ଓ ଛତିଶଗଡ ସୀମାବର୍ତ୍ତୀ ଅଂଚଳରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ତୁଲସୀ ପାହାଡର ଦଲଦଲି ଜଙ୍ଗଲରେ ଏସ୍ଓଜି ଯବାନମାନଙ୍କ କମ୍ବିଂ ଅପରେସନ୍ ଚାଲିଥିବାବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ।
ଏହା ପରେ ମାଓବାଦୀ ଯବାନଙ୍କୁ ଦେଖି ଗୁଳି ଚାଳନା କରିଥିଲେ । ଯବାନ ମାନେ ମଧ୍ୟ ପାଲଟା ଜବାବ ଦେଇଥିଲେ । ଏହି ଗୁଳିବିନିମୟରେ ମାଓବାଦୀ ଜଙ୍ଗଲର ଆଢୁଆଳରେ ଲୁଚି ପଳାଇ ଯାଇଥିବା ବେଳେ ଘଟଣା ସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି । ଅନେକ ମାଓ ବ୍ୟବହୃତ ସାମଗ୍ରୀ ଓ ବିସ୍ଫୋରକ ଜବତ ହୋଇଛି । ସମ୍ପୂର୍କ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଥବା ମାଲକାନଗିରି ଏସପି ଋଷିକେଶ ଖିଲାରୀ ସୂଚନା ଦେଇଛନ୍ତି ।
BREAKING NEWS
- ସଫଳ ହେବ କି PSLV ମିଶନ ? ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା ରକେଟ୍
- ଇରାନ ଉତ୍ତେଜନା: ୫୩୮ଜଣଙ୍କ ମୃତ୍ୟୁ, ୧୦ ହଜାରରୁ ଊର୍ଦ୍ଧ୍ୱ ଗିରଫ
- Golden Globe Awards 2026: ଓୱେନ୍ କୁପର୍ଙ୍କୁ ଗୋଲ୍ଡେନ୍ ଗ୍ଲୋବ୍ ପୁରସ୍କାର
- ସୋଲାନରେ ଅଗ୍ନିକାଣ୍ଡ: ଶିଶୁ ମୃତ, ୯ ଆହତ
- ‘ମୁଁ ହେଇଥିଲେ, ଇରାନୀ ନେତାଙ୍କୁ ହତ୍ୟା କରିଥାନ୍ତି,’ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଖାମେନେଇଙ୍କୁ ଦେଲେ ଆଶ୍ଚର୍ଯ୍ୟଜନକ ଧମକ…
- ଡ୍ୟୁଟି ବେଳେ ହୋମଗାର୍ଡଙ୍କ ମୃତ୍ୟୁ
- ISRO ଉତ୍କ୍ଷେପଣ କଲା PSLV-C62 ରକେଟ୍ ‘ଅନ୍ୱେଷା’
- Rourkela Plane Crash: ବିମାନ ଦୁର୍ଘଟଣାସ୍ଥଳ ଅନୁଧ୍ୟାନ କଲେ ପରିବହନ ମନ୍ତ୍ରୀ, କହିଲେ ଭଗବାନ ଆମକୁ ରକ୍ଷା କରିଦେଲେ…
- ନିଜକୁ ‘ଭେନେଜୁଏଲାର କାର୍ଯ୍ୟକାରୀ ରାଷ୍ଟ୍ରପତି’ କହିଲେ ଡୋନାଲ୍ଡ ଟ୍ରମ୍ପ, ନିଜ ପୋଷ୍ଟରେ କଲେ ଦାବି…
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
Comments are closed.