Latest Odisha News

ଓଡ଼ିଶାର ୧୩ ଜଣଙ୍କୁ ପୋଲିସ ପଦକ

ଭୁବନେଶ୍ୱର: କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସାହସିକତା ଓ ସେବା ମେଡାଲ ଘୋଷଣା। ଓଡ଼ିଶାର ୧୩ ଜଣଙ୍କୁ ମିଳିବ ପୋଲିସ ମେଡାଲ। ଉଲ୍ଲେଖନୀୟ ସେବା ପାଇଁ ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପୋଲିସ ପଦକ। ଏଡିଜି ସୁରେଶ ଦେବ ଦତ୍ତ ସିଂହ, ଡିଏସପି ସଚିଦାନନ୍ଦ ରଥଙ୍କୁ ମିଳିବ ମେଡାଲ।

୧୫ ପୋଲିସ କର୍ମଚାରୀଙ୍କୁ ମିଳିବ ଉକୃଷ୍ଟ ସେବା ପଦକ । ସ୍ବାଧୀନତା ଦିବସ ଉପଲକ୍ଷେ ରାଷ୍ଟ୍ରପତି ପଦକ ଘୋଷଣା କରିଛି କେନ୍ଦ୍ର ଗୃହ।

Comments are closed.