କାମାକ୍ଷନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ପୋଲିସ ପୂର୍ବରୁ ବ୍ରାଉନ ସୁଗାର କାରବାର ଘଟଣାରେ ଜଣେ ମହିଳାଙ୍କୁ ଗିରଫ କରିଥିଲା । ଏବେ ତାଙ୍କ ପୁଅକୁ ଗିରଫ କରିଛି । ସ୍ଥାନୀୟ କଲେଜ ପାଖରୁ ତାଙ୍କୁ ଧରିଛି । ତାଙ୍କ ନିକଟରୁ ୨୪ ଗ୍ରାମ ୩୫୦ ମିଲିଗ୍ରାମର ବ୍ରାଉନ ସୁଗାର, ଗୋଟିଏ ବାଇକ, ଗୋଟିଏ ମୋବାଇଲ ଓ ନଗଦ ୩ ହଜାର ଟଙ୍କା ଜବତ କରିଛି । ଗିରଫ ଅଭିଯୁକ୍ତ ଜଣଙ୍କ କାମାକ୍ଷାନଗର ଥାନା ମୁଣ୍ଡିଦେଉଳୀ ସାହିର ରଞ୍ଜନ କୁମାର ବେହେରା । ରଞ୍ଜନ ଦୀର୍ଘଦିନ ଧରି କାମାକ୍ଷାନଗର ଅଞ୍ଚଳରେ ବ୍ରାଉନ ସୁଗାର ବେପାରରେ ସକ୍ରିୟ ଥିଲେ । ଖୁବଶୀଘ୍ର ବ୍ରାଉନ ସୁଗାର ବେପାରର ପର୍ଦ୍ଦାଫାସ କରାଯିବ ବୋଲି ଢେଙ୍କାନାଳ ସଦର ଏସଡିପିଓ ସୂର୍ଯ୍ୟମଣି ପ୍ରଧାନ ସୂଚନା ଦେଇଛନ୍ତି ।
BREAKING NEWS
- ଲୋମହର୍ଷକ ଘଟଣା:ନିଜ ଜନ୍ମ କଲା ୨ ଶିଶୁ କନ୍ୟାଙ୍କୁ କୂଅରେ ପକାଇ ହତ୍ୟା କଲା ମା’
- ଏସଜେଏଫଆଇର ୫୦ତମ ବାର୍ଷିକ ସମ୍ମିଳନୀ ଉଦଘାଟିତ
- ହିଣ୍ଡାଲ୍କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା ପାଇଁ ଆହ୍ୱାନ
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
- Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି
- ‘ଓଡ଼ିଶାରେ ୨୮ଟି ଆକାଶବାଣୀ କେନ୍ଦ୍ର ଏବଂ ୨୪ ଘଣ୍ଟିଆ ଟିଭି ଚ୍ୟାନେଲ୍ ଡିଡି ଓଡ଼ିଆ କାର୍ଯ୍ୟ କରୁଛି’
- Menstrual leave:’ମହିଳାଙ୍କୁ କେହି ଚାକିରି ଦେବେ ନାହିଁ…’; ମାସିକ ଋତୁସ୍ରାବ ଛୁଟି ସମ୍ପର୍କିତ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
- ଆଇପିଏଲ ୨୦୨୬ ସିଜନରୁ ଓହରିଲେ ହର୍ଷିତ ରାଣା
- ଆଇପିଏଲ ପାଇଁ ପିଏସଏଲ ଛାଡିଲେ ବ୍ଲେସିଙ୍ଗ ମୁଜାରବାନୀ
- ଜମି ଭାଗ ପାଇଁ ଡବଲ ମର୍ଡର; ନିଜ ବଡ଼ ଭାଇ ଓ ମା’ଙ୍କୁ ହତ୍ୟା…
Comments are closed.