ଗୁଣୁପୁର : କଡ଼ା ସୁରକ୍ଷା ମଧ୍ୟରେ ଗୁଣୁପୁର କୋର୍ଟରେ ହାଜର ହେଲେ ଦୁଇ ମାଓ ନେତା । ମାଓନେତା ହେଲେ ସବ୍ୟସାଚୀ ପଣ୍ଡା ଓ ଉଦୟଙ୍କୁ କୋର୍ଟରେ ହାଜର କରିଛି ପୋଲିସ । ସବ୍ୟସାଚୀ ପଣ୍ଡାଙ୍କୁ ଦୁଇ ଦିନରେ ୧୫ଟି ମାମଲାରେ ହାଜର କରାଯାଇଥିଲା । ସେଥି ମଧ୍ୟରୁ ଡିମିରିଗୁଡାରେ ଚାଷ ଜମିରୁ ଜବରଦସ୍ତି ଚାଷୀଙ୍କ ଧାନ କାଟି ନେଇଯାଇଥିବା ଘଟଣାରେ ଆଜି ୨ ଜଣଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଛି । ସେହିଭଳି ଉଦୟକୁ ଗୋଟିଏ ମାମଲାରେ ଏଡିଜେ କୋର୍ଟରେ ହାଜର କରାଯାଇଛି । ଗୁଣୁପୁର ବୈଷୟିକ ଯାନ୍ତ୍ରିକ ବିଶ୍ବ ବିଦ୍ୟାଳୟରୁ ଚାନ୍ଦା ମାଗିବା ଘଟଣାରେ କୋର୍ଟରେ ଉଦୟକୁ ହାଜର କରାଯାଇଥିଲା । ଡିସେମ୍ବର ୬ ତାରିଖରେ ମାମଲାର ପରବର୍ତ୍ତି ଶୁଣାଣି ହେବ ।
BREAKING NEWS
- ବିଧାୟକ ଓ ବରିଷ୍ଠ ଅଧିକାରୀଙ୍କ ପାଇଁ ୩୦୦ ଫ୍ଲାଟର ବ୍ୟବସ୍ଥା;ଜୁନ୍ ୩୦ ସୁଦ୍ଧା ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ
- Sara Ali Khan Badrinath Kedarnath Visit : ଆଉ କେଦାରନାଥ ଦର୍ଶନ କରିପାରିବେ ନାହିଁ ସାରା ଅଲି ଖାନ?
- Bhojpuri film:୨୦ ବର୍ଷ ତଳର ସେହି ବ୍ଲକବଷ୍ଟର ଫିଲ୍ମ
- SJFI ସ୍ୱର୍ଣ୍ଣ ଜୟନ୍ତୀ: ଉତ୍ତରାଞ୍ଚଳ ଜିତିଲା ଜେକେ ବୋଷ ଟ୍ରଫି, ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ ସମ୍ମାନିତ
- Modi’s Farewell Speech in Rajyasabha: ରାଜ୍ୟସଭା ସାଂସଦଙ୍କ ଉଦ୍ଦେଶ୍ୟରେ ବିଦାୟୀ ଭାଷଣ, ପ୍ରଧାନମନ୍ତ୍ରୀ କହିଲେ, “ରାଜନୀତିରେ କୌଣସି ପୂର୍ଣ୍ଣଚ୍ଛେଦ ନାହିଁ”
- Harbhajan Singh On Mumbai Indians Win: ଭଜିଙ୍କ ଭବିଷ୍ୟବାଣୀ, ଏଥର ମୁମ୍ବାଇ ଇଣ୍ଡିଆନ୍ସ
- Bunker Buster Bombs On Iran Missile Sites: ଭୟଙ୍କର ରୂପ ନେଲା ଯୁଦ୍ଧ! ଇରାନୀ କ୍ଷେପଣାସ୍ତ୍ର ଘାଟି ଉପରେ ବଙ୍କର୍ ବଷ୍ଟର ବୋମା ପକାଇଲା ଆମେରିକା
- ବୁମରାହ, ଅକ୍ଷରଙ୍କ ସ୍ୟାଲେରୀ ବଢ଼ାଇବ ବିସିସିଆଇ
- ଯୁଦ୍ଧ ମଧ୍ୟରେ ଏଲ୍ପିଜି ସଙ୍କଟ: ଓଡ଼ିଆ କ୍ୟାପଟେନଙ୍କ ସାହସ ଓ କର୍ତ୍ତବ୍ୟ ପାଇଁ ଆଜି ଦେଶ ଗର୍ବିତ
- ଇରାନ ବିରୋଧରେ ଏକତ୍ର ହେବେ ଇସଲାମିକ ଦେଶ
Comments are closed.