ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ବିିଭିନ୍ନ ମେଡିସିନ୍ ଷ୍ଟୋରରେ ଚଢ଼ାଉ । ମାସ୍କ, ହ୍ୟାଣ୍ଡୱାଶ ଓ ସାନିଟାଇଜରର କଳାବଜାରୀ ନେଇ ଲକ୍ଷ୍ମୀସାଗର ଅଂଚଳର ବିଭିନ୍ନ ଔଷଧ ଦୋକାନ ଉପରେ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇଛି ।
ସେହିପରି ବାପୁଜିନଗରରେ ଥିବା କେତେକ ମେଡିସିନି ଷ୍ଟୋର୍ରେ ମଧ୍ୟ ପୋଲିସ ଚଢ଼ାଉ କରିଛି । ଆବଶ୍ୟକ ସାମଗ୍ରୀ ମାସ୍କ, ହ୍ୟାଣ୍ଡ ୱାସ, ସାନିଟାଇଜର ଆଦି ଜିନିଷର କଳାବଜାରୀ କରାଗଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କମିଶନରେଟ୍ ପୋଲିସ ସୂଚନା ଦେଇଛି ।
ଗତ କିଛି ଦିନ ହେବ କରୋନା ସତର୍କତା ପାଇଁ ବଜାରେ ମିଳୁଥିବା ମାସ୍କ ଓ ହ୍ୟାଣ୍ଡ ସାନିଟାଇଜରର ମୂଲ୍ୟ ହଠାତ ବଢ଼ି ଯାଇଥିଲା । ଏହାର ଫାଇଦା କେତେକ ବ୍ୟବସାୟୀ ଉଠାଇଥିଲେ । ଏହାକୁ ରୋକିବା ପାଇଁ ଆଜି ସମସ୍ତ ମେଡିସିନ୍ ଷ୍ଟୋର ଉପରେ ଚଢ଼ାଉ କରାଯାଇଛି ।
BREAKING NEWS
- ଶାନ୍ତି ପ୍ରତିଷ୍ଠା ପାଇଁ ହୁତି ବିଦ୍ରୋହୀଙ୍କୁ ସାଉଦି ଆରବର ୧ ବିଲିୟନ ଡଲାରର ପ୍ରସ୍ତାବ
- ସମ୍ଭାବ୍ୟ ବାତ୍ୟା ବିପଦକୁ ଏଡ଼ାଇବା ପାଇଁ ପଦକ୍ଷେପ: ଗର୍ଭବତୀ ମହିଳାମାନଙ୍କୁ ‘ମା ଗୃହ’କୁ ଯିବା ପାଇଁ ସରକାରଙ୍କ ଅପିଲ୍
- କର୍କଟ ଔଷଧ ନାଁରେ ଚାଲିଛି ଲୁଟ୍ ଓ ଡକାୟତି: କେନ୍ଦ୍ର ସରକାରଙ୍କୁ ସର୍ବୋଚ୍ଚ ଅଦାଲତଙ୍କ ତାଗିଦ୍
- ଫେଲ୍ ମାରିଲା ଚୋରା ଚାଲାଣର ନୂଆ ଫର୍ମୁଲା; ମାଟି ତଳୁ ଗଞ୍ଜେଇ ଜବତ କଲା ଅବକାରୀ ବିଭାଗ
- ରାତି ୨ରୁ ଭୋର୍ ୪ଟା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ‘ଅର୍ଣ୍ଣବ’, ଅପେକ୍ଷାକୃତ ଶୀଘ୍ର ସ୍ଥଳଭାଗ ଛୁଇଁବା ସମ୍ଭାବନା
- କୋଟିଆ ଓଡ଼ିଶାର, ଓଡ଼ିଶାର ହୋଇ ରହିବ: ରାଜସ୍ୱ ମନ୍ତ୍ରୀ
- ତୁମେ ୧୨ ବଲ୍ରେ ଅର୍ଦ୍ଧଶତକ ଲଗାଇ ପାରିଲ ନାହିଁ
- ଭାରତୀୟ ବକ୍ସିଂ ମହାସଂଘରେ ବଡ଼ ବିବାଦ: ଅଜୟ ସିଂଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତି
- ୨୫ ବର୍ଷ ପରେ ଇଂଲଣ୍ଡର କୌଣସି ଫୁଟବଲର୍ଙ୍କୁ ମିଳିଲା ବାଲେନ୍ ଡି’ଓର୍ ଆୱାର୍ଡ
- ବାତ୍ୟାକୁ ପ୍ରତିହତ କରିବା ନିମନ୍ତେ ସମ୍ପୂର୍ଣ୍ଣ ପ୍ରସ୍ତୁତ ପ୍ରଶାସନ-ରାଜସ୍ୱ ମନ୍ତ୍ରୀ

Comments are closed.