ଖୋର୍ଦ୍ଧା : ଆଉ ଦିନ କେଇଟା ପରେ ଆସୁଛି ଆଲୋକର ପର୍ବ ଦୀପାବଳୀ । ଏହା ପୂର୍ବରୁ ବିଭିନ୍ନ ସ୍ଥାନରେ ବାଣ ବିକ୍ରି ଆରମ୍ଭ ହେଲାଣି । ଏହାରି ମଧ୍ୟରେ ଖୋର୍ଦ୍ଧାର ଏକ ବେଆଇନ ବାଣ ଗୋଦାମରେ ଚଢାଉ କରାଯାଇଛି । ବେଗୁନିଆ ପୋଲିସ କୌଣସି ବିଶେଷ ସୂତ୍ରରୁ ଖବର ପାଇ କଣ୍ଟାବାଡ ଗାଁରେ ଥିବା ଏକ ବାଣ କାରଖାନାରେ ଚଢାଉ କରିଥିଲା । ସେଠାରୁ ଦୁଇ ଟ୍ରକ୍ ବାଣ ଜବତ କରିଛି । ଏବଂ ଏହି ଘଟଣାରେ ଜଣେ ବ୍ୟକ୍ତିକୁ ଗିରଫ କରିଛି ବେଗୁନିଆ ପୋଲିସ ।
BREAKING NEWS
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
- Congress’s ‘miracle’ dig at Amit Shah: ଅମିତ ଶାହଙ୍କ ଭାଷଣ ନେଇ କଟାକ୍ଷ କଲା କଂଗ୍ରେସ, କହିଲା, ‘୯୦ ମିନିଟର ଚିତ୍କାର…ଚମତ୍କାର…’
- ଯାଜପୁର ପୋଲିସ୍ ଦ୍ୱାରା “ଇ-ମିତ୍ର” ଚାଟ୍ବୋଟ୍ର ଶୁଭାରମ୍ଭ
Comments are closed.