ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ସଦର ଥାନା ଅନ୍ତର୍ଗତ ତର୍ତ୍ତଙ୍ଗ ଗାଁରୁ ୩୦୦ ଗ୍ରାମ ବ୍ରାଉନସୁଗର ଜବତ । ଏହି କାରବାରରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି । ଜବତ ବ୍ରାଉନସୁଗର ଆନୁମାନିକ ମୂଲ୍ୟ ପ୍ରାୟ ୩୦ ଲକ୍ଷ ଟଙ୍କା ହେବ । ଜଗତସିଂହପୁର ସଦର ପୋଲିସ ଓ ଅବକାରୀ ବିଭାଗ ଟିମ ଚଢାଉ କରି ଏହି ବ୍ରାଉନସୁଗାର ଜବତ କରିଛନ୍ତି । ଗିରଫ ଯୁବକଙ୍କଠାରୁ ଗୋଟିଏ ପିସ୍ତଲ ଓ ଗୋଟିଏ ବାଇକ ମଧ୍ୟ ଜବତ ହୋଇଛି । ପୋଲିସ ଅଧିକ ଖୋଳତାଡ ଜାରି ରଖିଛି ।
BREAKING NEWS
- ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା, ବଢୁଛି ବନ୍ୟା ଆଶଙ୍କା…
- US Fentanyl Crisis: ଆମେରିକା ନିଦ ହଜାଇଲାଣି ଭାରତର ଏହି ସହର…!
- ପେଟରେ ଫସିଥିବା ଗ୍ୟାସ୍ ଯନ୍ତ୍ରଣାର କାରଣ ଏବଂ ଏଥିରୁ ମୁକୁଳିବାର ସହଜ ଉପାୟ
- ଲାଭ ବଢ଼ାଇବା ଲକ୍ଷ୍ୟରେ ଜେପ୍ଟୋ: ବଢ଼ିଲା ଫ୍ରି ଡେଲିଭରି ପାଇଁ ସର୍ବନିମ୍ନ ଅର୍ଡର ମୂଲ୍ୟ
- ଆମେରିକା-ଇରାନ ବିବାଦ: ହରମୁଜ୍ ପ୍ରଣାଳୀ ଉପରେ କାହାର ନିୟନ୍ତ୍ରଣ? ନୂଆ ତଥ୍ୟ କଲା ଖୁଲାସା
- ଲାଞ୍ଜିଗଡ଼ର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ପରଲୋକ
- ଆମେରିକା-ଇରାନ ଯୁଦ୍ଧ ଆଶଙ୍କା: କ୍ରମାଗତ ଚତୁର୍ଥ ଦିନ ପାଇଁ ବଢ଼ିଲା ଅଶୋଧିତ ତୈଳ ଦର
- ଜେନ-ଜି ରାସ୍ତା ଆପଣାଇଲେ କ’ଣ ହେବ? ଜାତିଭିତ୍ତିକ ଜନଗଣନାକୁ ନେଇ ମୋଦୀ ସରକାରଙ୍କୁ ରାହୁଲଙ୍କ ଚେତାବନୀ
- ସକାଳୁ ସକାଳୁ ଭୂମିକମ୍ପରେ ଥରିଲା ଚୀନ୍, ତୀବ୍ରତା ୫.୬
- ଫୁଲୁଛି ବୈତରଣୀ ଓ ସାଳନ୍ଦୀ, ବଢୁଛି ଲୋକଙ୍କ ଦୁର୍ଦ୍ଦଶା

Comments are closed.