ଭୁବନେଶ୍ୱର: ଲକଡାଉନ କଟକଣା ହେବ ଆହୁରି କଡାକଡି । ଏଣିମି ବିନା ଅନୁମତି ପତ୍ରରେ ଛାଡିବନି ପୋଲିସ । କର୍ତ୍ତୃପକ୍ଷଙ୍କ ଅନୁମତି ପତ୍ର ନଥିଲେ କର୍ମଚାରୀମାନେ ଅଫିସ ଯାଇପାରିବେ ନାହିଁ । କର୍ମଚାରୀଙ୍କ ନାଁ କର୍ତ୍ତୃପକ୍ଷଙ୍କ ଅନୁମତି ପତ୍ର ତାଲିକାରେ ରହିବାକୁ ବାଧ୍ୟ । ନାଁ ନଥିଲେ ଆଉ ଅଫିସ ଯାଇପାରିବେନି କର୍ମଚାରୀ । ଏନେଇ ସୋମବାରଠାରୁ ନିୟମ କଡାକଡି ହେବ ବୋଲି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ କହିଛନ୍ତି । ଶନିବାର କିଛି କର୍ମଚାରୀ ବିନା ଅନୁମତିରେ ଯାଉଥିବା ବେଳେ ଧରାପଡିଥିବାରୁ କମିଶନର ଏହା କହିଥିବା ସୂଚନା ମିଳିଛି ।
BREAKING NEWS
- ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୨ ଛାତ୍ର
- ମକ୍କାରେ ପ୍ରଥମ ଥର ପାଇଁ ଆଲର୍ଟ ଜାରି, ଆତଙ୍କରେ ସାଉଦି ଆରବ..
- ଫେସବୁକ୍-ଇନଷ୍ଟାଗ୍ରାମରେ ଚାଲିଛି ଶିଶୁ ଯୌନ ଶୋଷଣ ବିଜ୍ଞାପନ! କେନ୍ଦ୍ର ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ
- Weapons in Space: ଅନ୍ତରୀକ୍ଷରେ ଆମେରିକାର ଅସ୍ତ୍ର! ରୁଷ-ଚୀନକୁ ବଡ଼ ଚେତାବନୀ, ମହାକାଶରେ ଆରମ୍ଭ ହେବ କି ନୂଆ ଯୁଦ୍ଧ?
- ଚିନ୍ତାରେ ପାକ୍ ସରକାର : ପେଟ୍ରୋଲ ପାଇଁ “ଲକ୍ ଡାଉନ୍ “ଭଳି ଆଗକୁ ବ୍ୟବସ୍ଥା
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ
- Powerful Bombs: ଆହୁରି ଭୟଙ୍କର ହୋଇପାରେ ଇରାନ ଯୁଦ୍ଧ? ଇସ୍ରାଏଲକୁ ୪୦ ହଜାର ବମ୍ ଦେବେ ଟ୍ରମ୍ପ!
- ଓରାଙ୍ଗଉଟାନ୍ଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରୁଛନ୍ତି ବିଶେଷଜ୍ଞ ଟିମ୍
- ମୋଦୀଙ୍କୁ ସାହାଯ୍ୟ ମାଗିବାର କିଛି ଦିନ ଭିତରେ ମିଳିଲା ନ୍ୟାୟ: ସମାଧାନ ହେଲା ମୁମ୍ବାଇର ବହୁ ଚର୍ଚ୍ଚିତ ଜମି ବିବାଦ ମାମଲା
- କୁକୁର ନା ବିରାଡ଼ି କାମୁଡ଼ା, କିଏ ଅଧିକ ବିପଜ୍ଜନକ? ଜାଣନ୍ତୁ ଏନେଇ କ’ଣ କହୁଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ

Comments are closed.