ଅହମ୍ମଦାବାଦ: ଗୁଜରାଟ ବିଧାନସଭା ନିର୍ବାଚନର ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟ ମତଦାନ ଜାରି ରହିଛି । ମୋଟ ୧୪ ଜିଲ୍ଲାରେ ସକାଳ ୮ଟାରୁ ଭୋଟ୍ ଗ୍ରହଣ ହେଉଛି । ୯୩ ଆସନ ପାଇଁ ୮୩୩ ପ୍ରାର୍ଥୀଙ୍କ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ଏହି ନିର୍ବାଚନରେ ମତସାବ୍ୟସ୍ତ କରିବେ ୨.୫୧ କୋଟିରୁ ଅଧିକ ଭୋଟର । ସକାଳ ୯ଟାରେ ଭୋଟ୍ ଦେବେ ପ୍ରଧାନମନ୍ତ୍ରୀ । ସେ ମହିଳା ଓ ଯୁବ ଭୋଟରଙ୍କୁ ମତଦାନ ପାଇଁ ଆହ୍ୱାନ କରିଛନ୍ତି । ସେହିପରି ଅହମ୍ମଦାବାଦରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଧ୍ୟ ଭୋଟ୍ ଦେବେ । ମୋଟ ୨୬,୪୦୯ ପୋଲିଂ ଷ୍ଟେସନରେ ମତଦାନ ଜାରି ରହିଛି ।
BREAKING NEWS
- ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ଏହି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
- ଟ୍ରେନ୍ ଧକ୍କାରେ ଦନ୍ତା ହାତୀ ମୃତ
- ବାଂଲାଦେଶକୁ ଧୋକା ଦେଲା ଚୀନ୍ : ଚାଇନା ନିର୍ମିତ ଟ୍ୟାଙ୍କ ବିସ୍ଫୋରଣରେ ୨ ଯବାନ ସହିଦ
- ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀଙ୍କ ଆହ୍ୱାନ
- ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ କରାଯାଇଥିବା ରିପୋର୍ଟକୁ ଖଣ୍ଡନ କଲା ECI
- ବଙ୍ଗରେ ତେଜୁଛି ‘ଆମିଷ’ ବିବାଦ: ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ରାଜ୍ୟ ବିଜେପି ମୁଖ୍ୟଙ୍କ ନିଶାନା, କହିଲେ-‘ବଙ୍ଗାଳୀମାନେ ମାଛ ଓ ମାଂସ ଖାଇବେ’
- Red Fort blast:NIAର ଚାର୍ଜସିଟ୍ରେ ଚାଞ୍ଚଲ୍ୟକର ଖୁଲାସା;ଲାଲକିଲ୍ଲା ବିସ୍ଫୋରଣ ମାମଲାର ଏହି ୩ଟି ଦିଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…
- MMDR ଆଇନ ଓଡ଼ିଶା ସ୍ୱାର୍ଥ ବିରୋଧୀ କହି ଗର୍ଜିଲା ବିଜେଡି, ବିଜେପି କହିଲା ବିଜେଡି ଭୟ ସୃଷ୍ଟି କରୁଛି
- ରୁଟ ସୃଷ୍ଟି କଲେ ନୂଆ ଇତିହାସ: ପଛରେ ପଡ଼ିଲେ ପଣ୍ଟିଂ, ୱ
- ଭୂତଳ ଚାମ୍ବରରୁ ଚାଲିଥିଲା କଫ୍ ସିରପ କାରବାର; ୮୧୩ ବୋତଲ ଜବତ, ମହିଳା ଗିରଫ

Comments are closed.