ବର୍ମିଂହାମ: ରାଜ୍ୟଗୋଷ୍ଠୀ କ୍ରୀଡାର ୯ମ ଦିବସରେ ଭାରତୀୟ ରେସଲର ପୂଜା ଗେହେଲୋଟ ଓ ବକ୍ସର ଜସ୍ମିନ ଲାମ୍ବୋରିୟା ବ୍ରୋଞ୍ଜ ପଦକ ଜିତିଥିବା ବେଳେ ଅବିନାଶ ସାବଲେ ୩୦୦୦ ମିଟର ଷ୍ଟିପେଲଚେଜରେ ରୌପ୍ୟ ପଦକ ହାସଲ କରିଛନ୍ତି । ମହିଳା ୫୦ କିଗ୍ରା ବିଭାଗରେ ପୂଜା ସ୍କଟଲାଣ୍ଡର ପ୍ରତିଦ୍ୱନ୍ଦ୍ୱୀଙ୍କୁ ୧୨-୨ରେ ହରାଇଥିଲେ । ସେହିପରି ମହିଳା ବକ୍ସିଂ ୬୦ କିଗ୍ରା ବିଭାଗର ସେମି ଫାଇନାଲରେ ଇଂଲଣ୍ଡର ଗେମା ପେଜ ରିଚାର୍ଡସନ ୩-୨ରେ ଜସ୍ମିନଙ୍କୁ ପରାସ୍ତ କରିଥିଲେ । ତେବେ ସେମିରେ ପ୍ରବେଶ କରିଥିବାରୁ ସେ ବ୍ରୋଞ୍ଜ ପଦକ ହାସଲ କରିଥିଲେ । ଷ୍ଟିପେଲଚେଜରେ ଅବନିଶ ପ୍ରଭାବୀ ପ୍ରଦର୍ଶନ କରି ସମସ୍ତଙ୍କ ମନ ଜିଣି ପାରିଛନ୍ତି । ଅନ୍ୟ ମୁକାବିଲା ମଧ୍ୟରେ ପ୍ରିୟଙ୍କା ଗୋସ୍ୱାମୀ ୧୦ହଜାର ମିଟର ରେସ ୱାକରେ ବ୍ରୋଞ୍ଜ ହାସଲ କରିଛନ୍ତି ।
BREAKING NEWS
- ପ୍ରଥମ ଟି୨୦: ଶ୍ରେୟାସଙ୍କ ବିସ୍ଫୋରକ ଶତକ, ୱେଷ୍ଟଇଣ୍ଡିଜ୍କୁ ୮ ୱିକେଟ୍ରେ ହରାଇଲା ଭାରତ
- ମୁଣ୍ଡ ଉପରେ ପୂଜା, ଖାଲ ଭର୍ତ୍ତି ରାସ୍ତାରେ ତୋରଣ
- ଭୁବନେଶ୍ୱର କୁମାରଙ୍କ କମ୍ବ୍ୟାକ୍: ୪ ବର୍ଷ ପରେ ଟିମ୍ ଇଣ୍ଡିଆକୁ ଫେରିଲେ, ନ୍ୟୁଜିଲ୍ୟାଣ୍ଡ ଗସ୍ତ ପାଇଁ ଭାରତୀୟ ଟି୨୦, ଏ’ ଦଳ ଘୋଷଣା
- ମୁଁ ଆପଣଙ୍କୁ ଛୁଇଁପାରିବି କି?’: ଅଭିଷେକ ଶର୍ମାଙ୍କୁ ଦେଖି ହୋସ୍ ହରାଇଲେ ସୁନ୍ଦରୀ ଫ୍ୟାନ୍
- ଅଗରକରଙ୍କ କାର୍ୟ୍ୟକାଳ ଶେଷ: ମୁଖ୍ୟ ଚୟନକର୍ତ୍ତା ପଦ ପାଇଁ ଆନୁଷ୍ଠାନିକ ଭାବେ ଆବେଦନ ଆହ୍ୱାନ
- ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା, ଆହତ ହୋଇ ଦଳରୁ ବାହାରିଲେ ପ୍ରସିଦ୍ଧ କୃଷ୍ଣା
- ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି

Comments are closed.