ପୁଞ୍ଚ: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲ୍ଲା ଅନ୍ତର୍ଗତ ଭାରତୀୟ ବାୟୁସେନା କନଭେନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଦୁଇ ଆତଙ୍କବାଦୀଙ୍କ ଉପରେ ୨୦ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରାଯାଇଛି। ଏହା ସହିତ ଉଭୟ ପାକିସ୍ତାନୀ ଆତଙ୍କବାଦୀଙ୍କ ସ୍କେଚ ମଧ୍ୟ ପ୍ରକାଶ ପାଇଛି ଏବଂ ଆତଙ୍କବାଦୀଙ୍କୁ ଧରିବା ପାଇଁ ସୁରକ୍ଷା ବାହିନୀ ଦଳ ମଧ୍ୟ ସର୍ଚ୍ଚ ଅପରେସନ କରୁଛନ୍ତି।
ସୂଚନାଯୋଗ୍ୟ, ଶନିବାର ସାରେ ଆତଙ୍କବାଦୀମାନେ ପୁଞ୍ଚ ଜିଲାର ଶାହସିତାର ନିକଟରେ ଏକ ଭାରତୀୟ ବାୟୁସେନା କନଭେନ ଉପରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ଜଣେ ସେନା ଯବାନ ବିକି ପାହାଡେ ଚିକିତ୍ସା ସମୟରେ ଶହୀଦ ହୋଇଥିଲେ ଏବଂ ଅନ୍ୟ ଚାରିଜଣ ସେନା କର୍ମଚାରୀ ଆହତ ହୋଇଥିଲେ।
ହିନ୍ଦୁସ୍ତାନ ଟାଇମ୍ସର ରିପୋର୍ଟ ଅନୁଯାୟୀ, ଆତଙ୍କବାଦୀ ଆକ୍ରମଣ ପରେ ସଶସ୍ତ୍ର ବାହିନୀର କର୍ମଚାରୀମାନେ ଶାହସିତାର ଅଞ୍ଚଳରେ ସର୍ଚ୍ଚ ଅପରେସନ କରୁଛନ୍ତି। ଆତଙ୍କବାଦୀଙ୍କୁ ଟ୍ରାକ କରିବା ପାଇଁ ସେମାନେ ସଶସ୍ତ୍ର ବୁଲେଟ ପ୍ରୁଫ ଗାଡି ଏବଂ କୁକୁର ସ୍କ୍ବାଡ ନିୟୋଜିତ କରିଛନ୍ତି। ଏହାପୂର୍ବରୁ ରବିବାର ବହୁ ବରିଷ୍ଠ ଅଧିକାରୀ ମଧ୍ୟ ଘଟଣାସ୍ଥଳ ପରିଦର୍ଶନ କରିଥିଲେ।
BREAKING NEWS
- Isreal Iran US Ceasefire: ମଧ୍ୟପ୍ରାଚ୍ୟରେ ଫେରିଲା ଶାନ୍ତି! ଜାଣନ୍ତୁ ଇରାନର ୧୦-ସୂତ୍ରୀ ସେଇ ଯୋଜନା, ଯାହା ମାନିଲା ଆମେରିକା!
- ଉଛୁଳିଲା ସେୟାର ମାର୍କେଟ: ସେନସେକ୍ସ ୨୭୦୦ ପଏଣ୍ଟ ବୃଦ୍ଧି
- ବିଶ୍ୱ ସଙ୍କଟ ମଧ୍ୟରେ ରେପୋ ହାର ଅପରିବର୍ତ୍ତିତ
- Iran US ଯୁଦ୍ଧବିରତି ଉପରେ ଆସିଲା ନେତାନ୍ୟାହୁଙ୍କ ପ୍ରଥମ ବୟାନ, କହିଲେ, ‘ନିଜ ସର୍ତ୍ତ ସହିତ…’
- ୭ ଦିନିଆ ରିମାଣ୍ଡରେ ଯିବ କୁଖ୍ୟାତ ଅପରାଧୀ ରାଜା ସାହାଣୀ
- ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ରେଡ୍
- ATSର ବଡ଼ କାର୍ଯ୍ୟାନୁଷ୍ଠାନ, ମହିଳା ସମେତ ୫ ସନ୍ଦିଗ୍ଧ ପାକିସ୍ତାନୀ ଗୁପ୍ତଚର ଗିରଫ
- ସାରା ରାଜ୍ୟରେ ଝଡବର୍ଷା ଆଲର୍ଟ, ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
- ଶ୍ରୀମନ୍ଦିର ଛତିଶା ନିଯୋଗ ଓ ନୀତି ସବ୍ କମିଟି ବୈଠକ ଶେଷ, ନିଆଗଲା ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
- ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ନେଇ ଟ୍ରମ୍ପଙ୍କ ଘୋଷଣା
Comments are closed.