ଭୁବନେଶ୍ୱର: ରାଜ୍ୟର ନୂଆ ଉନ୍ନୟନ କମିଶନର ହୋଇଛନ୍ତି ପ୍ରଦୀପ ଜେନା । ନୂଆବର୍ଷରେ ନୂଆ ଉନ୍ନୟନ କମିଶନର ଦାୟିତ୍ୱ ଗ୍ରହଣ କରିଛନ୍ତି । ସୁରେଶ ମହାପାତ୍ର ମୁଖ୍ୟ ଶାସନ ସଚିବ ହେବା ପରେ ତାଙ୍କ ସ୍ଥାନ ନେଇଛନ୍ତି ପ୍ରଦୀପ ଜେନା । ନିକଟରେ ତାଙ୍କୁ ଉନ୍ନୟନ କମିଶନର ଭାବରେ ନୂଆ ନିଯୁକ୍ତି ଦେଇଥିଲେ ସରକାର ।

୧୯୮୯ ବ୍ୟାଚ୍ ଆଇଏଏସ୍ ଅଫିସର ପ୍ରଦୀପ ଜେନା । ରାଜ୍ୟ ସରକାରଙ୍କ ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ସଚିବ ରହିଛନ୍ତି । ଏବେ ସେ ସ୍ୱତନ୍ତ୍ର ରିଲିଫ କମିଶନର ଥିଲେ । ପୂର୍ବରୁ ପାଞ୍ଚ ବର୍ଷ ଜଳସମ୍ପଦ ବିଭାଗର ସଚିବ ରହିଥିଲେ ପ୍ରଦୀପ ଜେନା । ଏହାସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ବି ତୁଲାଇଛନ୍ତି । କୋଭିଡ୍ ମୁକାବିଲାରେ ସେ ତୁଲାଇଥିଲେ ଗୁରୁ ଦାୟିତ୍ୱ ।
BREAKING NEWS
- ଟେକ୍-ଅଫର କିଛି ସମୟ ପରେ ସେନା ବିମାନ କ୍ରାସ, ୬ ମୃତ
- ଦୀର୍ଘ ୬ ବର୍ଷ ପରେ ଖୋଲିଲା ଗୁଣ୍ଡିଚା ମନ୍ଦିର
- ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ, ଜାଣନ୍ତୁ କାହିଁକି…
- ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ବିଭିନ୍ନ ସ୍ଥାନରେ ଟାୟାର ଜାଳି…
- ଜାମ୍ମୁ-କାଶ୍ମୀରର କଠୁଆରେ ବଡ଼ ଅଘଟଣ :ଯବାନଙ୍କ ଗୁଳିଚାଳନାରେ ୪ ସହକର୍ମୀ ମୃତ
- ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟରେ ପୂର୍ବତନ ଆରଟିଓ ଦୋଷୀ ସାବ୍ୟସ୍ତ
- ଝାରସୁଗୁଡ଼ା ବେଦାନ୍ତ ଆଲୁମିନିୟମର ଶିଳ୍ପାଞ୍ଚଳ ଟାଉନସିପ୍କୁ ମିଳିଲା ‘ଏମ.କେ. ରାଉତ ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶଂସା ପୁରସ୍କାର ୨୦୨୬’
- ବାୟୋ ଗ୍ୟାସ୍ ପ୍ରକଳ୍ପ: ୧୯ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ଅନୁମୋଦନ, ସୃଷ୍ଟି ହେବ ୧୦୬୬୧ଟି ନିଯୁକ୍ତି ସୁଯୋଗ
- ଆସନ୍ତାକାଲି ଓଡ଼ିଶା ବନ୍ଦ; ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ସତର୍କ ସୂଚନା
- ଟିପିଏସ୍ଓଡିଏଲ୍ ତରଫରୁ ଗଜପତି ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ

Comments are closed.