Latest Odisha News

BREAKING NEWS

ମିଳିଲାନି ବେଲ୍‌, ଜେଲ ଗଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ଝାରପଡା ଜେଲ ଗଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଜାମିନ ଖାରଜ ହେବା ପରେ ତାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଇଛି । ଆଜି ସନ୍ଧ୍ୟାରେ ଗିରଫ ପରେ ଏସଡିଜେଏମ୍ କୋର୍ଟରେ ହାଜର କରାଯାଇଥିଲା । ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ତାଙ୍କ ଓକିଲ ଜାମିନ ପାଇଁ ଆବେଦନ କରିଥିଲେ ମଧ୍ୟ କୋର୍ଟ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲେ ।

ଜାଲିଆତି, ଠକେଇ ଅପରାଧିକ ଷଡଯନ୍ତ୍ର ମାମଲା ଦର୍ଶାଇ ଜେରା ପରେ ଗିରଫ କରାଯାଇ କୋର୍ଟରେ ହାଜର କରିଥିଲା କ୍ରାଇମବ୍ରାଞ୍ଚ ।

Leave A Reply

Your email address will not be published.