ପଦ୍ମପୁର: ବରଗଡ଼ ଜିଲ୍ଲାର ପଦ୍ମପୁର ଆସନ ପାଇଁ ଉପନିର୍ବାଚନ ଲାଗି ନାମାଙ୍କନ ଦାଖଲ କଲେନି ପ୍ରଦୀପ ପୁରୋହିତ । ବିଜେପିରୁ ପ୍ରାର୍ଥୀ ଭାବେ ତାଙ୍କ ନାଁ ଘୋଷଣା କରାଯାଇଥିଲା । ପୂର୍ବରୁ କାର୍ଯ୍ୟକ୍ରମ ସ୍ଥିର ହୋଇଥିଲେ ସୁଦ୍ଧା ଆଜି ନାମାଙ୍କନ ଦାଖଲ ନକରି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ସେ ଫେରିଆସିଛନ୍ତି । ଚାଷୀଙ୍କ ସମସ୍ୟାର ସମାଧାନ ହୋଇନଥିବା ଯୋଗୁଁ ସେ ନାମାଙ୍କନ ସ୍ଥଗିତ କରିଛନ୍ତି । ,ଚାଷୀମାନେ ତାଙ୍କୁ ନାମାଙ୍କନ ଦାଖଲ ନକରିବାକୁ ନିବେଦନ କରିଥିଲେ ବୋଲି ଗଣମାଧ୍ୟମକୁ ସେ କହିଛନ୍ତି ।
BREAKING NEWS
- ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଉପରେ ଗୁରୁତ୍ୱାରୋପ
- ଏହି ଦିନ ରିଲିଜ ହେବ “ମାଳିପୁଟ ମେଲୋଡିଜ୍”;କୋରାପୁଟରେ ଜୀବନ ଓ ସଂଘର୍ଷର କାହାଣୀ କହିବ …
- ୨୪ ଘଣ୍ଟା ଭିତରେ ଓଡ଼ିଶାରେ ଦୁଇଟି ବ୍ୟାଙ୍କ ଲୁଟ୍: ବନ୍ଧୁକ ମୁନରେ ସୁନ୍ଦରଗଡ଼ ଓ ବାଲେଶ୍ୱରରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
- କଣ୍ଟେନରରୁ ମିଳିଲା ୧ କୋଟି ଟଙ୍କାର ଗଞ୍ଜେଇ;୨ ଗିରଫ
- ରାଜପାଲ୍ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଆଶ୍ୱସ୍ତି: ଜେଲ୍ ଯିବାରୁ ବର୍ତ୍ତିଲେ, କିନ୍ତୁ ରଖିଲେ ଏହି କଡ଼ା ସର୍ତ୍ତ
- ମେଦବହୁଳତା କମାଇବା ସହ ଦିନସାରା ଶରୀରକୁ ଫୁର୍ତ୍ତି ରଖିବ ‘ବୁଲେଟପ୍ରୁଫ୍ କଫି’, ଏହି ସହଜ ଉପାୟରେ ଘରେ ବନାନ୍ତୁ
- ସମୁଦ୍ରରେ ବୁଡ଼ିଲା ମାଲବାହୀ ଜାହାଜ, କୋର୍ଟରେ ପହଞ୍ଚିଲା ମାମଲା: ନ୍ୟାୟ ମାଗିଲା କ୍ଷତିଗ୍ରସ୍ତ ସଂସ୍ଥା
- ଦୁର୍ନୀତିଗ୍ରସ୍ତ ବାବୁଙ୍କୁ ଧରିଲା ଭିଜିଲାନ୍ସ: ୧.୧୫ କୋଟି ଆତ୍ମସାତ୍ ମାମଲାରେ ଜୁନିୟର ଆସିଷ୍ଟାଣ୍ଟ ଗିରଫ
- ଆଲୋଚନା ମାଧ୍ୟମରେ ଭାରତ – ବାଂଲାଦେଶ ବିବାଦର ସମାଧାନ କର : ବାଂଲା ରାଷ୍ଟ୍ରପତି
- ଏସୀୟ କ୍ରୀଡ଼ା ୨୦୨୬: ପୁଣି ନୀଳ ଜର୍ସି ପିନ୍ଧି ଓହ୍ଲାଇବ ଭାରତୀୟ ହକି ଦଳ

Comments are closed.