Latest Odisha News

BREAKING NEWS

ପ୍ରଫୁଲ୍ଲ ଘଡେଇ ବିଜେଡିର ଉପସଭାପତି ଭାବେ ନିଯୁକ୍ତ

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ପ୍ରଫୁଲ୍ଲ ଚନ୍ଦ୍ର ଘଡେଇଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ରାଜ୍ୟ ଉପ-ସଭାପତି ଭାବେ ନିଯୁକ୍ତ କରିଛନ୍ତି ।

ଏସମ୍ପର୍କରେ ବିଜୁ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ ବିଜୟ ନାୟକ ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ପ୍ରଦାନ କରିଛନ୍ତି ।

Leave A Reply

Your email address will not be published.