ଭୁବନେଶ୍ବର: ଇଡିରେ ହାଜର ହେଲେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ବାରିପଦା ଇଂଜିନିୟରିଂ ଜମି ମାମଲାରେ ହାଜର ହୋଇଛନ୍ତି ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ପ୍ରଫୁଲ୍ଲ ଏବଂ ତାଙ୍କ ପୁଅକୁ ହାଜର ହେବାକୁ ଇଡି ନୋଟିସ କରିଥିଲା । ଭଦ୍ରକ ଭଣ୍ଡାରିପୋଖରୀ ବିଧାୟକଙ୍କ ଘରେ କିଛି ଦିନ ତଳେ ଚଢ଼ାଉ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଭୁବନେଶ୍ୱରର ୪ଟି ସ୍ଥାନ ସାଙ୍ଗକୁ ଭଦ୍ରକର ୬ଟି ସ୍ଥାନରେ ଏକକାଳୀନ ଭାବେ ଇଡି ରେଡ୍ କରିଥିଲା । ଭଦ୍ରକର ବରପଦା ଇଞ୍ଜିନିୟରିଂ କଲେଜରେ ବହୁ ଦିନ ଧରି ୩୦ କୋଟି ଟଙ୍କା ଅର୍ଥ ହଡପ ହୋଇଥିବାର ଅଭିଯୋଗ ହୋଇଥିଲା । ଏନେଇ ଏକାଧିକ ବାର ପ୍ରତିବାଦ କରିଥିଲେ ଇଞ୍ଜିନିୟରିଂ କଲେଜଜର କମର୍ଚାରୀମାନେ ।
BREAKING NEWS
- Trump Urges Australia: ଇରାନ ମହିଳା ଫୁଟବଲ୍ ଦଳକୁ ଶରଣ ଦିଏ… ଟ୍ରମ୍ପ ଅଷ୍ଟ୍ରେଲିଆକୁ କାହିଁକି କଲେ ଅପିଲ?
- First time in History: ପ୍ରଥମ ଥର ଲାଗି ବ୍ଲୁ ଫ୍ଲାଗ୍ ବିଚରେ ଅଲିଭ ରିଡଲେ; ଦେଲା ୧୧୪ ଅଣ୍ଡା
- ଏଥର ଦୁର୍ଗାପୂଜାରେ ପରଦାକୁ ଆସିବ ଆକ୍ସନ୍, ଥ୍ରିଲର୍ ଫିଲ୍ମ “ମୋନଷ୍ଟର୍: ଦ ଅଲ୍ଟିମେଟ୍’
- ଆର୍ଥିକ ସଙ୍କଟରେ ପାକିସ୍ତାନ, ସାଉଦି ଆରବକୁ ମାଗିଲା ସହାୟତା
- Odisha Mobile Network: ଆଜି ବି ପହଞ୍ଚି ପାରିନାହିଁ ନେଟ୍ୱର୍କ…୧୨୩୭ ଗାଁରେ ମୋବାଇଲ୍ ସେବା ଠପ୍
- ପୋଖରୀରେ ବୁଡ଼ି ଦୁଇ ଶିଶୁଙ୍କର ଚାଲିଗଲା ଜୀବନ
- ଗତ ୨୪ ଘଣ୍ଟା ମଧ୍ୟରେ ଦୁର୍ଘଟଣାରେ ୧୪ ମୃତ;ବାଇକ- ଟ୍ରକ ଧକ୍କାରେ ଗଲା ୫ଜୀବନ
- ଓଏଏସ୍ ଏବଂ ଓଆରଏସ୍ ଅଧିକାରୀଙ୍କ ବିରୋଧରେ ଥିବା ଶୃଙ୍ଖଳାଗତ ତଦନ୍ତ ପ୍ରକ୍ରିୟା ଶୀଘ୍ର ସାରିବାକୁ ନିର୍ଦ୍ଦେଶ
- ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ
- Cyber Fraud: ଦୁଇ ବର୍ଷରେ ସାଇବର ଠକ ଲୁଟିଛନ୍ତି ୭୧୧ କୋଟି; ରିକଭରି ମାତ୍ର ୭ କୋଟି
Comments are closed.