ଭୁବନେଶ୍ୱର: ଦିଂବଗତ ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କର କରୋନାରେ ଦେହାନ୍ତ ହୋଇଛି । ୬୪ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ସେ ମୃତ୍ୟୁବରଣ କରିଛନ୍ତି । ଏନେଇ ତାଙ୍କ ପୁଅ ଶାକ୍ୟ ପ୍ରତାପ ସୂଚନା ଦେଇଛନ୍ତି । ନିକଟରେ କରୋନା ସଂକ୍ରମିତ ହୋଇଥିଲେ ପ୍ରଣୟ ମହାରଥୀ । ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା । ତାଙ୍କ ବିୟୋଗରେ ପିପିଲି ଅଞ୍ଚଳରେ ଶୋକର ଛାୟା । କିଛି ମାସ ତଳେ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ହୋଇଥିଲା । ସେ ବି କରୋନାରେ ସଂକ୍ରମିତ ହୋଇଥିଲେ ।
BREAKING NEWS
- Dowry-free Odisha:’ଯୌତୁକ ମୁକ୍ତ ଓଡ଼ିଶା ଏବଂ ଘରୋଇ ହିଂସାମୁକ୍ତ ଘର ଗଠନ ସରକାରଙ୍କ ଲକ୍ଷ୍ୟ’
- ମାଷ୍ଟରକ୍ୟାଣ୍ଟିନ୍ ଛକରେ ଲଙ୍କାକାଣ୍ଡ: ୪୦୦ରୁ ଅଧିକ ଅଟୋର ପରମିଟ୍ ରଦ୍ଦ ପାଇଁ ପ୍ରକ୍ରିୟା ଆରମ୍ଭ
- ପୁରୁଷ ହକି ୱାର୍ଲ୍ଡ କପ୍ ୨୦୨୬: ପାକିସ୍ତାନକୁ ୫-୩ ଗୋଲ୍ରେ ହରାଇ ଟପ-୮ ରେ ଭାରତ
- ବନ୍ୟା ଆଶଙ୍କା: ବାଲେଶ୍ୱରରେ ବଢ଼ିବ ଜଳସ୍ତର, ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ
- ଦାରା ସିଂହଙ୍କ ଆଗୁଆ ଖଲାସ ଆବେଦନ: ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଚେତାବନୀ
- ରାଜଧାନୀରେ ଓଲା-ଉବେର ଡ୍ରାଇଭରଙ୍କ ଆନ୍ଦୋଳନ ଉଗ୍ର: ୧୪ ‘ଆମ ବସ୍’ ଭଙ୍ଗାରୁଜା, ୫୦ ଗିରଫ
- SCB Mega Expansion Project:ଜାନୁଆରୀରୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବ SCB ନୂଆ ବିଲ୍ଡିଂ;ଆଉ ଏକ ମେଡିସିନ୍ ବ୍ଲକ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
- ରାଜ୍ୟରେ ବନ୍ୟା ଓ ପ୍ରବଳ ବର୍ଷା: ଭୋଟର ତାଲିକା ସଂଶୋଧନ ଅବଧି ଆଉ ୩୦ ଦିନ ବଢ଼ାଇବାକୁ ବିଜେଡିର ଦାବି
- ଗୋବିନ୍ଦା-ସୁନୀତାଙ୍କ ବିବାଦରେ ନୂଆ ମୋଡ଼: ସ୍ୱାମୀଙ୍କ ବିରୋଧରେ କରିଥିବା ଛାଡ଼ପତ୍ର ମାମଲା ପ୍ରତ୍ୟାହାର କଲେ ପତ୍ନୀ
- ଧାରା ୩୭୦ ଉଚ୍ଛେଦ ପରେ କାଶ୍ମୀରକୁ ଆମେରିକାର ସ୍ୱୀକୃତି, ଚୀନ-ପାକିସ୍ତାନକୁ ଶକ୍ତ ଝଟକା

Comments are closed.