ଭୁବନେଶ୍ୱର: ଅଶାୟୀ ପ୍ରାର୍ଥୀ ହେଲେ ନିରାଶ । ପ୍ରାର୍ଥୀ ଘୋଷଣା ପରେ ରାଜ୍ୟସଭାକୁ ଯିବା ପାଇଁ ମନବଳାଇ ବସିଥିବା ଟାଣୁଆ ନେତା ତଥା ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀଙ୍କୁ ନିରାଶ ହେବାକୁ ପଡିଛି । ରାଜ୍ୟସଭା ରେସ୍ରୁ ତାଙ୍କୁ ବାଦ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
୨୦୧୯ ନିର୍ବାଚନରେ ଦଳୀୟ ଟେକଟରୁ ବଂଚିତ ହୋଇଥିବା ପାଟ୍ଟଶାଣୀଙ୍କୁ ରାଜ୍ୟସଭାକୁ ପଠାଯିବ ବୋଲି ସେତେବେଳେ ବିଜେଡି ସୁପ୍ରିମୋ କହିଥିଲେ । ହେଲେ କିଛି ଦିନ ପୂର୍ବରୁ ସେ ଦେଇଥିବା ଏକ ବୟାନ ତାଙ୍କୁ ଅଡୁଆରେ ପକାଇଛି । ତାଙ୍କ ବୟାନ ପାଇଁ ରାଜ୍ୟସଭାର ରାସ୍ତା ବନ୍ଦ ହୋଇଯାଇଥିବା ନେଇ ଆକଳନ ହେଉଛି ।
ଅନ୍ୟପଟେ ରାଜ୍ୟସଭା ଆଶାୟୀ ଚ୍ୟାଉ ପଟ୍ଟନାୟକଙ୍କୁ ଥଇଥାନ୍ କରିଛନ୍ତି ବିଜେଡ଼ି ସୁପ୍ରିମୋ । ରାଜ୍ୟସଭା ପ୍ରାର୍ଥୀ ହେବା ପାଇଁ ଲବି କରୁଥିବା ବିଜେଡ଼ିର ପୁରୁଖା ନେତା ରମେଶ ଚ୍ୟାୟ ପଟ୍ଟନାୟକଙ୍କୁ କ୍ୟାବିନେଟ୍ ପାହ୍ୟା ମିଳିଛି । ରମେଶଙ୍କୁ ଓଡ଼ିଶା ନିର୍ମାଣ ବୋର୍ଡ଼ର ଅଧ୍ୟକ୍ଷ ଦାୟିତ୍ୱ ଦେଇଛନ୍ତି ନବୀନ ।
BREAKING NEWS
- Mahanadi Water Dispute: ଛତିଶଗଡ଼ ଯିବେ ରାଜ୍ୟ ସରକାରଙ୍କ ମହାନଦୀ କମିଟି
- Cross-Border Arms Terror Module: ପାକିସ୍ତାନରୁ ପଠାଯାଇଥିବା ବିପୁଳ ଅସ୍ତ୍ରଶସ୍ତ୍ର ଉଦ୍ଧାର;କ୍ଷେତରେ ଲୁଚାଯାଇଥିଲା…
- ସସପେନ୍ସ ଭିତରେ ସସପେଣ୍ଡ୍…ହେଲେ କଳି ଗଲାଣି ବଳି
- Brown sugar Seized; ଚାଲିଥିଲା ବ୍ରାଉନସୁଗାର ଡିଲ୍; ମାଡ଼ି ବସିଲା ପୋଲିସ, ୨ ଗିରଫ
- ଇନ୍ଦୋରରେ ବ୍ୟାଟ୍ସମ୍ୟାନଙ୍କ ଭୂସ୍ୱର୍ଗରେ ଟିମ ଇଣ୍ଡିଆ ପଲା ଭାରୀ
- Phulbani Accident: ଦୁର୍ଘଟଣାରେ ଜଳିଗଲା ଅଟୋ-କାର୍;ଜଣେ ଜୀବନ୍ତ ଦଗ୍ଧ,ଗୁରୁତର ମେଡିକାଲ୍ରେ …
- ଖଣ୍ଡଗିରି ମେଳା ପାଇଁ ସ୍ବତନ୍ତ୍ର ପ୍ରସ୍ତୁତି; ଲାଗିବ ୧୦୦ ସିସିଟିଭି, ରହିବ ବ୍ୟାପକ ପୋଲିସ ବ୍ୟବସ୍ଥା
- ମ୍ୟାଚ ଜିତାଇବ ବୋଲି କହି ଫସିଲେ ତାନ୍ତ୍ରିକ: ଟିମ ହାରିଲା ଦେଲେ ୩୬ ଲକ୍ଷ
- ଶିବ ମନ୍ଦିର ଭିତରୁ ପୂଜକଙ୍କ ମୃତଦେହ ଉଦ୍ଧାର
- ୧୦ ଆକାଂକ୍ଷୀ ଜିଲ୍ଲାରେ ଆରମ୍ଭ ହେଲା ନ୍ୟାୟ ଓ ସମାଧାନର ବିକଳ୍ପ ମଞ୍ଚ ନାରୀ ଅଦାଲତ
Comments are closed.