ଭୁବନେଶ୍ୱର: ରବିବାର ସକାଳେ ମନ୍ତ୍ରୀମଣ୍ଡଳ ପରିବର୍ତ୍ତନ ହୋଇଥିବା ବେଳେ ସରକାରୀ ଦଳର ମୁଖ୍ୟ ସଚେତକ ଓ ଉପ-ମୁଖ୍ୟ ସଚେତକ ପଦ ମଧ୍ୟ ପରିବର୍ତ୍ତନ କରାଯାଇଛି । ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ପ୍ରମିଳା ମଲ୍ଲିକଙ୍କ ସ୍ଥାନ ନେଇଛନ୍ତି ।
ସେପଟେ ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ମିଳିଛି ଉପ-ମୁଖ୍ୟସଚେତକ ଦାୟିତ୍ୱ । ସଂସଂଦୀୟ ବ୍ୟାପାର ବିଭାଗ ପକ୍ଷରୁ ଏକ ନୋଟିସ ଜାରି କରି ଏହି ସୂଚନା ଦିଆଯାଇଛି ।
BREAKING NEWS
- TMC ସାଂସଦ ମହୁଆ ମୋଇତ୍ରଙ୍କ ବଢିବ ସୁରକ୍ଷା: ହାଇକୋର୍ଟ ଦେଲେ ନିର୍ଦ୍ଦେଶ
- ଘରେ ପଶି ଭାଉଜଙ୍କୁ ହାଣିଦେଲା ଦିଅର, ଅଭିଯୁକ୍ତ ଫେରାର
- ପୁରୁଣା ମାରୁତି କାର୍ ମାଲିକଙ୍କୁ ଆଶ୍ୱସ୍ତି: E20 ପେଟ୍ରୋଲ୍ ପାଇଁ ଉପଯୁକ୍ତ ୨୦୦୮ ପରର ସବୁ ମଡେଲ୍
- ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ କିପରି ରହିବ ଭାରତର ଭବିଷ୍ୟତ? ସୁନା ବିନିଯୋଗକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶର ବିଶ୍ଳେଷଣ
- ବିବାହର ୫ ମାସ ପରେ ଅଲଗା ହେଲେ ରାପର୍ ବାଦଶାହ ଓ ପଞ୍ଜାବୀ ଅଭିନେତ୍ରୀ ଇଶା ରିଖୀ
- ସରକାରୀ ଯୋଜନାର ତଦାରଖ ପାଇଁ ଜିଲ୍ଲା ଗସ୍ତ କରିବେ ସଚିବ: ଅକ୍ଟୋବର ସୁଦ୍ଧା ରିପୋର୍ଟ ଦେବାକୁ ଉନ୍ନୟନ କମିଶନରଙ୍କ ନିର୍ଦ୍ଦେଶ
- ରାଜ୍ୟ ପୋଲିସ ବିଭାଗରେ ବଡ଼ ଧରଣର ପଦୋନ୍ନତି: ଏସ୍ପି ପାହ୍ୟାକୁ ଉନ୍ନୀତ ହେଲେ ୧୫ ଜଣ ଅତିରିକ୍ତ ଏସ୍ପି
- ଦୁଲୀପ ଟ୍ରଫି: ଫାଇନାଲରେ ଇଷ୍ଟ ଜୋନ, ଅଧିନାୟକ ଭାବେ ଈଶାନ ଏବେ ବି ଅପରାଜେୟ
- ସମୟର ରହସ୍ୟ: କାହିଁକି ଭାରତ ଓ ଚୀନ୍ରେ ଗୋଟିଏ ଟାଇମ୍ ଜୋନ୍ ଥିବାବେଳେ ଫ୍ରାନ୍ସରେ ଅଛି ଏକାଧିକ?
- ୱାଶିଂଟନ ସୁନ୍ଦରଙ୍କ ଚୟନ, ୪ ଅନଫିଟ୍ ଖେଳାଳି ଏବଂ କୃଣାଲଙ୍କ ବାଦ୍ ପଡ଼ିବା ନେଇ ଆଲୋଚନା

Comments are closed.