ଭୁବନେଶ୍ୱର: ଅକ୍ଟୋବରରେ ଖୋଲିବ ପର୍ଯ୍ୟଟନସ୍ଥଳୀ । କୋଭିଡ଼ କଟକଣା ଭିତରେ ରାଜ୍ୟରେ ଖୋଲିବ ସବୁ ପର୍ୟ୍ୟଟନସ୍ଥଳୀ । ଏନେଇ ପ୍ରସ୍ତୁତି ଚାଲିଛି ହେଲେ ମନ୍ଦିର ଖୋଲିବା ନେଇ ମନ୍ଦିର ପ୍ରଶାସନ ଓ ଆଇନ ବିଭାଗ ନିଷ୍ପତି ନେବେ । ମନ୍ଦିର ଖୋଲିବା ନେଇ ଆଲୋଚନା ହୋଇନି ବୋଲି କହିଛନ୍ତି ଆଇନମନ୍ତ୍ରୀ ପ୍ରତାପ ଜେନା । ଆଲୋଚନା କରିବା ପରେ ନିଷ୍ପତିି ନେବୁ । ମନ୍ଦିର ଖୋଲିବା ବର୍ତମାନ ସ୍ଥିତି ଉପରେ ନିର୍ଭର କରୁଛି । ସରକାରଙ୍କ ଗାଇଡ଼ଲାଇନକୁ ଅନୁସରଣ କରି ନିଷ୍ପତି ନବାକୁ ପଡ଼ିବ ବୋଲି କହିଛନ୍ତି ଆଇନମନ୍ତ୍ରୀ ।
BREAKING NEWS
- Child Marriage: ଆମେ ପଢ଼ିବା ଆମ ଭାଷାରେ କାର୍ଯ୍ୟକ୍ରମର ଶୁଭାରମ୍ଭ, ବାଲ୍ୟ ବିବାହ ନିବାରଣ ପାଇଁ…
- Shaksgam Valley: ଦିଲ୍ଲୀଠାରୁ ତିନି ଗୁଣ ବଡ଼… କାହିଁକି ଶକ୍ସଗାମ ଭ୍ୟାଲିକୁ ଚୀନ୍କୁ ଉପହାର ଦେଇଥିଲା ପାକିସ୍ତାନ?, ଭାରତ ସହିତ ଥିଲା ବିବାଦ…
- ବ୍ରିକ୍ସ ୨୦୨୬ର ନୂଆ ଲୋଗୋ ଓ ୱେବସାଇଟ୍ ଲଞ୍ଚ କଲେ ବୈଦେଶିକ ମନ୍ତ୍ରୀ ଜୟଶଙ୍କର
- ହ୍ୟୁମାନ୍ ସାଗର ମୃତ୍ୟୁ ମାମଲା: ଅର୍ପିତାଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ
- ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ: ବିବାହର ନିଷ୍ପତ୍ତିରେ ଝିଅର ସ୍ବୀକୃତି ନେବା ନିତ୍ୟାନ୍ତ ଆବଶ୍ୟକ..
- Rashami Desai: ୮ ବର୍ଷ ଧରି ଡିପ୍ରେସନରେ ଥିଲେ ରଶ୍ମୀ ଦେଶାଇ.. ନିଜ କଥା କଲେ ଖୁଲାସା
- ଗାର୍ଲଫ୍ରେଣ୍ଡ୍ ସୋଫିଙ୍କ ସହ ନିର୍ବନ୍ଧ କଲେ ଶିଖର ଧାୱନ…
- Trump On Supreme Court Ruling On Tariffs: “ବରବାଦ୍ ହୋଇଯିବ ଆମେରିକା…”; ଭୟରେ ଟ୍ରମ୍ପ!
- ବାପା-ମାଙ୍କୁ ହଇରାଣ କଲେ ୧୦ ପ୍ରତିଶତ ଦରମା କଟାଯିବ
- ୧୪ରୁ କିଟରେ ଚେସ୍ ମହାକୁମ୍ଭ ଆରମ୍ଭ
Comments are closed.