ଭୁବନେଶ୍ୱର: ଅକ୍ଟୋବରରେ ଖୋଲିବ ପର୍ଯ୍ୟଟନସ୍ଥଳୀ । କୋଭିଡ଼ କଟକଣା ଭିତରେ ରାଜ୍ୟରେ ଖୋଲିବ ସବୁ ପର୍ୟ୍ୟଟନସ୍ଥଳୀ । ଏନେଇ ପ୍ରସ୍ତୁତି ଚାଲିଛି ହେଲେ ମନ୍ଦିର ଖୋଲିବା ନେଇ ମନ୍ଦିର ପ୍ରଶାସନ ଓ ଆଇନ ବିଭାଗ ନିଷ୍ପତି ନେବେ । ମନ୍ଦିର ଖୋଲିବା ନେଇ ଆଲୋଚନା ହୋଇନି ବୋଲି କହିଛନ୍ତି ଆଇନମନ୍ତ୍ରୀ ପ୍ରତାପ ଜେନା । ଆଲୋଚନା କରିବା ପରେ ନିଷ୍ପତିି ନେବୁ । ମନ୍ଦିର ଖୋଲିବା ବର୍ତମାନ ସ୍ଥିତି ଉପରେ ନିର୍ଭର କରୁଛି । ସରକାରଙ୍କ ଗାଇଡ଼ଲାଇନକୁ ଅନୁସରଣ କରି ନିଷ୍ପତି ନବାକୁ ପଡ଼ିବ ବୋଲି କହିଛନ୍ତି ଆଇନମନ୍ତ୍ରୀ ।
BREAKING NEWS
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ
- Maa Manikeswari’s Chhatra Yatra:ପ୍ରସିଦ୍ଧ ଛତରଯାତ୍ରା ପାଇଁ ପ୍ରସ୍ତୁତ ଭବାନୀପାଟଣା;ନଜର ରଖିବ ୨୫ଟି ସିସିଟିଭି,ଡ୍ରୋନ୍
- ହାର୍ଦ୍ଦିକଙ୍କ ବିକଳ୍ପ ଖୋଜିବା ବନ୍ଦ କରିବାକୁ ପୂର୍ବତନ ଅଧିନାୟକ ଗାଭାସ୍କରଙ୍କ ଟିମ୍ ଇଣ୍ଡିଆକୁ ପରାମର୍ଶ
- ଖୋର୍ଦ୍ଧାରୁ ୫୫୦୦ ବୋତଲ କୋରେକ୍ସ ସହ ୧୦ ଗିରଫ
- Internet Restriction: ‘ସୁରକ୍ଷା ସହ ସ୍ୱାଧୀନତା ବି ନିହାତି ଜରୁରୀ’, ପିଲାଙ୍କ ଇଣ୍ଟରନେଟ୍ ବ୍ୟାନ୍କୁ ସୁପ୍ରିମକୋର୍ଟଙ୍କ ନା!

Comments are closed.