କୋରାପୁଟ : ବୋରିଗୁମ୍ମାରେ ନିର୍ବାଚନୀ ହିଂସାକାଣ୍ଡ ।ବୋରିଗୁମ୍ମା ବ୍ଲକ କସାଗୁଡା ଗାଁରେ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ପ୍ରତିନିଧି ନରେନ୍ଦ୍ର ବିଶୋଇଙ୍କୁ ମରଣାତ୍ମକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ମନ୍ତ୍ରୀଙ୍କ ପ୍ରତିନିଧିଙ୍କୁ ଗୁରୁତର ଅବସ୍ଥାରେ ବୋରିଗୁମ୍ମା ହସ୍ପିଟାଲରେ ଭର୍ତି କରାଯାଇଛି ।ମତଦାନ ସମୟରେ ସେ କସାଗୁଡା ଯାଇଥିବା ବେଳେ ତାଙ୍କୁ ପଛପଟୁ ବିଜେପି କର୍ମୀମାନେ ଆକ୍ରମଣ କରିଥିଲେ ।ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ସେ ଅଭିଯୋଗ କରିଛନ୍ତି । ଖବର ପାଇ ବୋରିଗୁମ୍ମା ପୋଲିସ ପହଁଞ୍ଚି ତଦନ୍ତ ଜାରି ରଖିଛି ।
BREAKING NEWS
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
- Congress’s ‘miracle’ dig at Amit Shah: ଅମିତ ଶାହଙ୍କ ଭାଷଣ ନେଇ କଟାକ୍ଷ କଲା କଂଗ୍ରେସ, କହିଲା, ‘୯୦ ମିନିଟର ଚିତ୍କାର…ଚମତ୍କାର…’
- ଯାଜପୁର ପୋଲିସ୍ ଦ୍ୱାରା “ଇ-ମିତ୍ର” ଚାଟ୍ବୋଟ୍ର ଶୁଭାରମ୍ଭ
- ସେପ୍ଟିକ ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
- ଆସାମ ନିର୍ବାଚନ ପାଇଁ ବିଜେପିର ମାଷ୍ଟର ପ୍ଲାନ୍
- ୨୩ଟି ଦେଶରେ ବ୍ୟାପିଛି କରୋନା ଭାଇରସର ନୂଆ ଭାରିଆଣ୍ଟ, ଭାରତ ଉପରେ ଏହାର ପ୍ରଭାବ ରହିଛି କି?
- Stampede at Bihar’s Temple: ନାଳନ୍ଦାର ଶୀତଳା ମନ୍ଦିରରେ ଦଳାଚକଟା, ଚାଲିଗଲା ୮ ଜୀବନ, ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
Comments are closed.