ନୂଆଦିଲ୍ଲୀ : ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ହେବ ବାଇପାସ୍ ସର୍ଜରୀ । ତାଙ୍କୁ ଦିଲ୍ଲୀ ଏମସଙ୍କୁ ସ୍ଥାନାନ୍ତର କରାଯାଇଥିବା ବେଳେ, ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଏ ନେଇ ରାଷ୍ଟ୍ରପତିଙ୍କ ସଚିବ ସୂଚନା ଦେଇଛନ୍ତି । ଆସନ୍ତା ୩୦ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ବାଇପାସ୍ ସର୍ଜରୀ ହେବାର ସମ୍ଭାବନା ରହିଛି । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ରାଷ୍ଟ୍ରପତିଙ୍କୁ ପ୍ରଥମେ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମସକୁ ରାଷ୍ଟ୍ରପତିଙ୍କୁ ସ୍ଥାନାନ୍ତର କରାଯାଇଛି ।
BREAKING NEWS
- ଅନଲାଇନ୍ ସପିଂ କରୁଥିବା ଗ୍ରାହକଙ୍କ ପାଇଁ ଖୁସି ଖବର: ଫେକ୍ ଡିସକାଉଣ୍ଟ୍ ଓ ଠକେଇ ଉପରେ ଲଗାମ କଷିବେ କେନ୍ଦ୍ର ସରକାର
- Pm Modi Classmate Seeks Justice: ପ୍ରଧାନମନ୍ତ୍ରୀଙ୍କ କ୍ଲାସମେଟ୍ ମାଗୁଛନ୍ତି ନ୍ୟାୟ: ମୀରା ରୋଡ୍ ଜମି ବିବାଦରେ ସିବିଆଇ ତଦନ୍ତ ଦାବି କଲେ ଅସଗର ଅଲ୍ଲୀ
- BRICS Summit 2026: ଡିସେମ୍ବରରେ ଏକାଠି ହୋଇପାରନ୍ତି ମୋଦୀ, ପୁଟିନ୍, ଜିନପିଙ୍ଗ୍ ଓ ଟ୍ରମ୍ପ: ଜି-୨୦ ସମ୍ମିଳନୀ ପୂର୍ବରୁ ଋଷର ବଡ଼ ସଙ୍କେତ
- Orangutan Trafficking Case: ଓରାଙ୍ଗଉଟାନ ଚୋରାଚାଲାଣ ମାମଲା: ସାମ୍ନାକୁ ଆସିଲା ଫେରାର ଦୀଘା ହୋଟେଲ ମାଲିକଙ୍କ ଫଟୋ
- Missing Indonesian passenger ship:୨୪୦ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ;ସର୍ଚ୍ଚ ଅପରେସନ ଜାରି
- Police Attack:ପାଟ୍ରୋଲିଂ ସମୟରେ କନଷ୍ଟେବଳଙ୍କୁ କାର ଚଢାଇ ଜୀବନରୁ ମାରି ଦେବାକୁ ଉଦ୍ୟମ;୨ କୁଖ୍ୟାତ ଡ୍ରଗ୍ ମାଫିଆ ଗିରଫ
- BRICS gala dinner:ପ୍ରଧାନମନ୍ତ୍ରୀ ମୋଦୀଙ୍କ ଭବ୍ୟ ରାତ୍ରିଭୋଜନରେ ଜିନପିଙ୍ଗ କାହିଁକି ଯୋଗ ଦେଲେନାହିଁ? ଏହାର କାରଣ…
- ଆଜିଠାରୁ ରାଜ୍ୟରେ କମିବ ବର୍ଷା; ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- Police Encounter: ଜଙ୍ଗଲ ନିକଟରେ ଏନ୍କାଉଣ୍ଟର;ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର
- National Lok Adalat: ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ: ୬୨,୪୮୭ ମାମଲାର ହେଲା ସମାଧାନ

Comments are closed.