ନୂଆଦିଲ୍ଲୀ: ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ଦୋଷୀ ପବନ ଗୁପ୍ତାର ରାଜକ୍ଷମା ଆବେଦନ ଖାରଜ ହୋଇଛି । ବୁଧବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହାକୁ ଖାରଜ କରିଛନ୍ତି । ଏଥିସହ ୪ ଦୋଷୀଙ୍କ ସବୁ ଆଇନଗତ ବିକଳ୍ପ ମଧ୍ୟ ଶେଷ ହୋଇଛି ।
ରାଜକ୍ଷମା ଆବେଦନ ଖାରଜ ହେବା ପରେ ୪ ଦୋଷୀ ଫାଶୀ ଖୁଂଟରେ ଝିଲାବା ଏକ ପ୍ରକାର ସୁନିଶ୍ଚିତ ହୋଇଯାଇଛି । ଏଥିସହ ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ନିର୍ଭୟାଙ୍କ ଓକିଲ ୪ ଦୋଷୀଙ୍କ ନୂଆ ଡେଥ ୱାରେଂଟ ଜାରି କରିବା ପାଇଁ ଆବେଦନ କରିଛନ୍ତି ।
ସୂଚନା ଯୋଗ୍ୟ ଯେ, ସୁପ୍ରିମକୋର୍ଟଙ୍କ ଗାଇଡ ଲାଇନ୍ ଅନୁସାରେ କ୍ଷମା ଆବେଦନ ଖାରଜ ହେବା ପରେ ଦୋଷୀ ପବନକୁ ୧୪ ଦିନର ନୋଟିସ ଦିଆଯିବ । ଏଥିରୁ ସ୍ପଷ୍ଟ ଜଣାପଡୁଛି ଯେ, ୧୪ ଦିନ ପରେ ଦୋଷୀଙ୍କୁ ଫାଶୀ ମିଳିପାରେ ।
BREAKING NEWS
- PNG ଉପଭୋକ୍ତାଙ୍କୁ ମିଳିବନି LPG କନେକ୍ସନ… ଗ୍ୟାସ ସଙ୍କଟ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି
- ରାଜ୍ୟରେ ୧୮ ଯାଏ ଝଡ଼ବର୍ଷା ସମ୍ଭାବନା, ୩ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ
- ଗରିଆପାଲି ଟ୍ରିପଲ୍ ମର୍ଡର ଘଟଣାର ଅଭିଯୁକ୍ତ ମୃତ
- ବିବାହ ବନ୍ଧନରେ ବାନ୍ଧି ହେଲେ କୁଲଦୀପ ଯାଦବ, ଭାଇରାଲ ହେଉଛି ଏଣ୍ଟ୍ରି ଭିଡିଓ
- ରାଜ୍ୟସଭା ଭୋଟ ପୂର୍ବରୁ ପାରାଦୀପରେ ବିଜେପି ବିଧାୟକଙ୍କ ମେଳି
- Jagannath Temple:ମହାପ୍ରଭୁଙ୍କ ନୀତି ବିଳମ୍ବ ଘଟଣା: ଜଣେ ଖୁଣ୍ଟିଆ ସେବକ ନିଲମ୍ବନ,ଦୁଇ ସେବକଙ୍କୁ…
- Odisha Police:ଜୁଭେନଟିକା କନକ୍ଲେଭରେ ଶିଶୁମାନଙ୍କ ଡିଜିଟାଲ୍ ସୁରକ୍ଷାକୁ ନେଇ ଓଡ଼ିଶା ପୋଲିସ ଏବଂ ୟୁନିସେଫର ଆଲୋଚନା
- Grief in Indian Football: ଭାରତୀୟ ଫୁଟବଲ୍ ଜଗତ ପାଇଁ ଦୁଃଖଦ ଖବର; ଖେଳିବାବେଳେ ଚାଲିଗଲା ଯୁବ ଡିଫେଣ୍ଡରଙ୍କ ଜୀବନ
- ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ୪୮୫ଟି ମାଓ ପ୍ରଭାବିତ ଗ୍ରାମକୁ ମିଳିବ କ୍ରୀଡ଼ା ସାମଗ୍ରୀ
- ଭୁବନେଶ୍ୱରରୁ କଟକ ଚଳାଚଳ କରିବ ନମୋ ଟ୍ରେନ; ମେଟ୍ରୋ ପ୍ରକଳ୍ପକୁ ନେଇ ରେଳମନ୍ତ୍ରୀ କହିଲେ…
Comments are closed.