Latest Odisha News

BREAKING NEWS

ଓଡ଼ିଶା ଆସିବେ ରାଷ୍ଟ୍ରପତି !

ଭୁବନେଶ୍ୱର: ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପୁରୀର ଏକ କାର୍ଯ୍ୟକ୍ରମରେ ସେ ଯୋଗ ଦେବେ । ଶ୍ରୀଚୈତନ୍ୟ ଗୌଡ଼ିୟ ମଠର ପ୍ରଭୁପାଦ ଭକ୍ତି ସିଦ୍ଧାନ୍ତ ସରସ୍ୱତୀ ଗୋସ୍ୱାମୀଙ୍କ ୧୫୦ ତମ ଜନ୍ମୋତ୍ସବରେ ଯୋଗଦେବେ ରାଷ୍ଟ୍ରପତି । ଶରଧା ବାଲି କାର୍ୟ୍ୟକ୍ରମରେ ଯୋଗଦେବେ । ଏହା ପୂର୍ବୂରୁ ଆଜି ପୁରୀ ଉପଜିଲ୍ଲାପାଳ ଭବତାରଣ ସାହୁ ମଠକୁ ଯାଇ ଆଲୋଚନା କରିଛନ୍ତି ।

 

Comments are closed, but trackbacks and pingbacks are open.