ଭୁବନେଶ୍ୱର : ପୁରୀ ଆସିବେ ରାମନାଥ କୋବିନ୍ଦ । ଆସନ୍ତା ୨୦ ତାରିଖରେ ପୁରୀ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ହେଲେ ସରକାରୀ ଭାବରେ କୌଣସି ସ୍ପଷ୍ଟସୂଚନା ମିଳିନାହିଁ । ଚୈତନ୍ୟ ଗୌଡୟୀ ମଠ ବା ବୈଷ୍ଣବ ଗୈଡୀୟ ମଠର କାର୍ଯ୍ୟକ୍ରମ ସରଧା ବାଲିରେ ଅନୁଷ୍ଠିତ ହେବ ।ଏହି ଭବ୍ୟ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବେ ବୋଲି ଜଣାପଡିଛି । ୧୦ଟା ୩୫ ମିନିଟରେ ରାଷ୍ଟ୍ରପତି କାର୍ଯ୍ୟକ୍ରମରେ ଯୋଗଦେବେ । ସେ ୧୯ ତାରିଖ ଦିନ ଭୁବନେଶ୍ୱରରେ ପହଁଞ୍ଚିବେ । ହେଲେ ଭୁବନେଶ୍ୱର କି ପୁରୀରା ରାଷ୍ଟ୍ରପତି ଅବସ୍ଥାନ କରିବେ ସେନେଇ ସୂଚନା ମିଳିନାହିାଁ
BREAKING NEWS
- Hylo Open 2026:ଭାରତ ପାଇଁ ଦ୍ୱିଗୁଣ ଖୁସି: ପି.ଭି. ସିନ୍ଧୁଙ୍କ ପରେ ଲକ୍ଷ୍ୟ ସେନ୍ ଜିତିଲେ ହାଇଲୋ ଓପନ୍ ଟାଇଟଲ୍
- ବାତ୍ୟା ‘ଅର୍ଣ୍ଣବ’: ୬ ଜିଲ୍ଲାକୁ କ୍ଷୟକ୍ଷତିର ପ୍ରାଥମିକ ଆକଳନ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ
- Cyclone Threat: ମାଲକାନଗିରିରେ ତିନି ଦିନ ପାଇଁ ବନ୍ଦ ରହିବ ଶିକ୍ଷାନୁଷ୍ଠାନ
- ୭୦ ବର୍ଷ ପୁରଣା ରହସ୍ୟ! ଏହି ସହରରେ ମରିବା ସମ୍ପୂର୍ଣ୍ଣ ମନା
- ଦବିଲା ସାଲୁଙ୍କି ପୋଲ:ବିକଳ୍ପ ରାସ୍ତା ବ୍ୟବସ୍ଥା କରିବାକୁ ବିଶେଷଜ୍ଞ ଦଳ ଜିଲ୍ଲା ପ୍ରଶାସନକୁ କଲେ ଅବଗତ
- ଅର୍ଣ୍ଣବ କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ବର୍ଷକ ମଧ୍ୟରେ ୪୦୦ ଛକା ମାରି ଇତିହାସ ରଚିଲା ଭାରତ
- କଇଁ ଫୁଲ ତୋଳିବାକୁ ଯାଇ ବୁଡ଼ିଗଲେ ୩ ଶିଶୁ
- ହୀରାକୁଦ ଜଳଭଣ୍ଡାର ଜଳସ୍ତର ବୃଦ୍ଧି, ପୁଣି ଖୋଲିଲା ୩ଟି ଗେଟ୍
- ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଖୋଲିଲା ବାଲିମେଳା ଜଳଭଣ୍ଡାରର ୩ ଗେଟ
Comments are closed.