ଦେଶବାସୀଙ୍କୁ ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଟ୍ବିଟ କରି ରାଷ୍ଟ୍ରପତି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଲେଖିଛନ୍ତି, ମହାପ୍ରଭୁ ଜଗନ୍ନାଥଙ୍କ ଅପାର କୃପାରୁ ସମସ୍ତଙ୍କୁ କୋଭିଡ-୧୯ ମହାମାରୀର ସାମନା କରିବା ପାଇଁ ସାହସ ଓ ଦୃଢ଼ ସଂକଳ୍ପ ପ୍ରଦାନ କରୁ । ଏହାସହ ଆମ ଜୀବନକୁ ଉତ୍ତମ ସ୍ବାସ୍ଥ୍ୟ ଓ ଆନନ୍ଦରେ ଭରି ଦେଉ ବୋଲି କହିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ।

ପ୍ରଧାନମନ୍ତ୍ରୀ ବି ଦେଶବାସୀଙ୍କୁ ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି । ଟ୍ବିଟ୍ କରି ସେ ଲେଖିଛନ୍ତି, ମହାପ୍ରଭୁ ସମସ୍ତଙ୍କ ପାଇଁ ସୁଖ ଓ ସମୃଦ୍ଧି ଆଣି ଦିଅନ୍ତୁ । ସମସ୍ତଙ୍କ ଉତ୍ତମ ସ୍ବାସ୍ଥ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

BREAKING NEWS
- ବ୍ୟାଟେଲ ଅଫ ଗଲୱାନ ପରେ ବଦଳିବ ଏହି ଫିଲ୍ମର ନାମ
- ଖୁବ ଶୀଘ୍ର ରୋମାଂଟିକ ଫିଲ୍ମ କରିବେ ଶାହାରୁଖ
- Opposition Stages Symbolic Procession: ବିଧାନସଭାରେ କାହାର ଉଠିଲା ‘କୋକେଇ’?, ‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ହେଲା ପରିସର
- Jag Laadki Tanker Reaches Gujarat: ଚାଲିଛି ଯୁଦ୍ଧ, ଭାରତରେ ପହଞ୍ଚୁଛି ଜାହାଜ ପରେ ଜାହାଜ
- ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ଵାସଡର
- ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ, ଘଣ୍ଟାଏ ଧରି ପଥର ମାଡ଼
- ଆଗମୀ ୩ ଘଣ୍ଟା ପାଇଁ କାଳବୈଶୀ ସତର୍କତା, ଏହି ସବୁ ଜିଲ୍ଲାକୁ ଝଡ଼ବର୍ଷା ଆଲର୍ଟ
- Jagannath Temple: ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
- ରାଜ୍ୟରେ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି ତାପମାତ୍ରା, ହିଟ୍ୱେଭ୍ SOP ଜାରି
- ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର
Comments are closed.