ଭୁବନେଶ୍ବର : ଆସନ୍ତାକାଲି ଅଗଷ୍ଟ ୯, କ୍ରାନ୍ତି ଦିବସ । ଏହି ଅବସରରେ ରାଜ୍ୟର ୨ ଜଣ ସ୍ବାଧୀନତା ସଂଗ୍ରାମୀଙ୍କୁ ସମ୍ବର୍ଦ୍ଧିତ କରିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ବରଗଡ଼ ଜିଲ୍ଲା ପାଣିମୋରା ଗାଁର ସ୍ବାଧୀନତା ସଂଗ୍ରାମୀ ଜିତେନ୍ଦ୍ର ପ୍ରଧାନ ଓ ଭଦ୍ରକ ଜିଲ୍ଲା ବାସୁଦେପୁର ତୁଳନ୍ତୁଳା ଗାଁର ସାରଦା ପ୍ରସାଦ ରୟଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମ୍ବର୍ଦ୍ଧିତ କରିବେ । ପ୍ରତିବର୍ଷ ରାଷ୍ଟ୍ରପତି ଭବନରେ ସମ୍ବର୍ଦ୍ଧନା ଉତ୍ସବ ଆୟୋଜନ ହେଉଥିବା ବେଳେ, କରୋନା କଟକଣାରୁ ଚଳିତ ବର୍ଷ ମଧ୍ୟ ସ୍ବାଧୀନତା ସଂଗ୍ରାମୀମାନଙ୍କୁ ସେମାନଙ୍କ ଘରେ ହିଁ ସମ୍ବର୍ଦ୍ଧନା ଦିଆଯିବ । ବରଗଡ଼ ଓ ଭଦ୍ରକ ଜିଲ୍ଲାପାଳ ଦୁଇ ସ୍ବାଧୀନତା ସଂଗ୍ରାମୀ ଜିତେନ୍ଦ୍ର ପ୍ରଧାନ ଓ ସାରଦା ପ୍ରସାଦ ରୟଙ୍କ ଘରକୁ ଯାଇ ସମ୍ମାନିତ କରିବେ ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.