ଭୁବନେଶ୍ବର : ଆସନ୍ତାକାଲି ଅଗଷ୍ଟ ୯, କ୍ରାନ୍ତି ଦିବସ । ଏହି ଅବସରରେ ରାଜ୍ୟର ୨ ଜଣ ସ୍ବାଧୀନତା ସଂଗ୍ରାମୀଙ୍କୁ ସମ୍ବର୍ଦ୍ଧିତ କରିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ବରଗଡ଼ ଜିଲ୍ଲା ପାଣିମୋରା ଗାଁର ସ୍ବାଧୀନତା ସଂଗ୍ରାମୀ ଜିତେନ୍ଦ୍ର ପ୍ରଧାନ ଓ ଭଦ୍ରକ ଜିଲ୍ଲା ବାସୁଦେପୁର ତୁଳନ୍ତୁଳା ଗାଁର ସାରଦା ପ୍ରସାଦ ରୟଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମ୍ବର୍ଦ୍ଧିତ କରିବେ । ପ୍ରତିବର୍ଷ ରାଷ୍ଟ୍ରପତି ଭବନରେ ସମ୍ବର୍ଦ୍ଧନା ଉତ୍ସବ ଆୟୋଜନ ହେଉଥିବା ବେଳେ, କରୋନା କଟକଣାରୁ ଚଳିତ ବର୍ଷ ମଧ୍ୟ ସ୍ବାଧୀନତା ସଂଗ୍ରାମୀମାନଙ୍କୁ ସେମାନଙ୍କ ଘରେ ହିଁ ସମ୍ବର୍ଦ୍ଧନା ଦିଆଯିବ । ବରଗଡ଼ ଓ ଭଦ୍ରକ ଜିଲ୍ଲାପାଳ ଦୁଇ ସ୍ବାଧୀନତା ସଂଗ୍ରାମୀ ଜିତେନ୍ଦ୍ର ପ୍ରଧାନ ଓ ସାରଦା ପ୍ରସାଦ ରୟଙ୍କ ଘରକୁ ଯାଇ ସମ୍ମାନିତ କରିବେ ।
BREAKING NEWS
- ମୁମ୍ବାଇ କ୍ରିକେଟ୍ ଆସୋସିଏସନର ବଡ଼ ନିଷ୍ପତ୍ତି: ୫୦୦ କୋଟି ଟଙ୍କାର ସ୍ୱତନ୍ତ୍ର ପାଣ୍ଠି ଗଠନ
- ହିଣ୍ଡାଲ୍କୋର ମୀନାକ୍ଷୀ କୋଇଲା ଖଣି ପାଇଁ ଜନଶୁଣାଣି; ମିଳିଲା ପ୍ରବଳ ଜନ ସମର୍ଥନ
- ବୁଡ଼ିଲା ପୋଲ..ମାଲକାନଗିରି -କାଲିମେଳା ଯୋଗାଯୋଗ ବିଚ୍ଛିନ୍ନ;ଏପଟେ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
- ଆସୁଛି ପାର୍ବଣ ଋତୁ… ବିଦ୍ୟୁତ ସୁରକ୍ଷା ନେଇ ସତର୍କତାମୂଳକ ନିର୍ଦ୍ଦେଶାବଳୀ ଜାରି କଲା ଟିପିଏସ୍ଓଡିଏଲ୍
- ଗୋଡ଼ ବାରମ୍ବାର ଝିମ୍ଝିମ୍ ହେଉଛି କି? ପିମ୍ପୁଡ଼ି ଚାଲିଲା ଭଳି ଲାଗୁଥିଲେ ଜାଣନ୍ତୁ ପ୍ରକୃତ କାରଣ ଓ ଘରୋଇ ଉପଚାର
- ଅଣ୍ଡା ଚୋପା ଛଡ଼ାଇବାରେ ହେଉଛି କି ଅସୁବିଧା? ପାଣିରେ ମିଶାନ୍ତୁ ଏହି ଗୋଟିଏ ଜିନିଷ, ସହଜରେ ବାହାରି ଆସିବ ଚୋପା
- ରିଲ୍ସ କରି ବନ୍ଧା ହେଲେ ୮ ଜଣ; ହାତରେ ଛୁରି ଧରି ଭିଡ଼ିଓ…
- ବିଶ୍ୱ ବାଣିଜ୍ୟ ପାଇଁ ସମୁଦ୍ର ପଥର ସୁରକ୍ଷା ଜରୁରୀ: ବ୍ରିକ୍ସ ମଞ୍ଚରୁ ଆମେରିକା ଓ ଇରାନକୁ ମୋଦିଙ୍କ ପରୋକ୍ଷ ବାର୍ତ୍ତା
- ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ମୁଖ୍ୟମନ୍ତ୍ରୀଙ୍କୁ ସୁରକ୍ଷା ମାଗିଲେ ତେଲକୋଇ ବିଧାୟକ ଫକୀର ମୋହନ ନାଏକ
- ରାଜସ୍ୱ ପର୍ଷଦର ନୂଆ ୱେବସାଇଟ୍ ଲୋକାର୍ପିତ: ମାମଲା ଫଇସଲା ହେବ ତ୍ୱରିତ ଓ ସ୍ୱଚ୍ଛ

Comments are closed.