Latest Odisha News

କାର୍ଯ୍ୟରେ ଅବହେଳା ଯୋଗୁଁ ପ୍ରିଜାଇଡିଂ ଅଫିସର ନିଲମ୍ବିତ

କଟକ: ପ୍ରିଜାଇଡିଂ ଅଧିକାରୀ ନିଲମ୍ବିତ । କଟକ ଜିଲା ନିଆଳି ନିର୍ବାଚନ ମଣ୍ଡଳୀରେ ୭୫ନଂ ବୁଥ୍‌ରେ ନିୟୋଜିତ ପ୍ରିଜାଇଡିଂ ଅଧିକାରୀ ନିଲମ୍ବିତ ହୋଇଛନ୍ତି ।

ନିର୍ବାଚନ କାର୍ଯ୍ୟରେ ଅବହେଳା ଯୋଗୁଁ କଟକର ହରେକୃଷ୍ଣ ମହତାବ ଆଦର୍ଶ ସଂସ୍କୃତ ମହାବିଦ୍ୟାଳୟର ଅଧ୍ୟାପକ ଲକ୍ଷ୍ମୀ ନାରାୟଣ ଦାଶଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ ଅଧିକାରୀ ଅରିନ୍ଦମ ଡାକୁଆ ।

Leave A Reply

Your email address will not be published.