ନୂଆଦିଲ୍ଲୀ: ବାତିଲ ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାଂଲାଦେଶ ଗସ୍ତ । ଆସନ୍ତା ମାର୍ଚ୍ଚ ୧୭ରେ ମୋଦୀ ବାଂଲାଦେଶ ଗସ୍ତରେ ଯିବା କାର୍ଯ୍ୟକ୍ରମ ଥିଲା । ତେବେ ମାରାତ୍ମକ ଭୂତାଣୁ କରୋନା ଲାଗି ଏହି ଗସ୍ତକୁ ରଦ୍ଦ କରାଯାଇଥିବା ସୂଚନା ମିଳିଛି । ରିପୋର୍ଟ ଅନୁସାରେ ସେଠାରେ ୩ ଜଣ କରୋନା ଭାଇରସ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିପାଇଁ ମୋଦୀଙ୍କ ଗସ୍ତକୁ ବାତିଲ କରାଯାଇଛି ।
ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ନିମନ୍ତ୍ରଣ କରିଥିଲେ । ମାର୍ଚ୍ଚ ୧୭ରେ ବାଂଲାଦେଶରେ ଅନୁଷ୍ଠିତ ହେବାକୁ ଥିବା ବଙ୍ଗବନ୍ଧୁ ଶେଖ ମୁଜିବୁର ରେହମାନଙ୍କ ଜନ୍ମଦିବସ ପାଳନକୁ ମଧ୍ୟ ସରକାର ବନ୍ଦ କରିଛନ୍ତି । ମୋଦୀ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥାନ୍ତେ ।
BREAKING NEWS
- ବିଜୟ ଉତ୍ସବରେ ଅଘଟଣ; ବାଣ ଫୁଟି କନଷ୍ଟେବଲ ଗୁରୁତର
- Gopalpur Beach Festival: ଗୋପାଳପୁର ବେଳାଭୂମି ମହୋତ୍ସବ ତାରିଖ ଘୁଞ୍ଚିଲା;୨୨ ନୁହେଁ …
- ବଡ଼ ଧରଣର ଡକାୟତି ଯୋଜନାକୁ ଫେଲ କଲା ପୋଲିସ; ୫ ଡକାୟତ ଗିରଫ
- ଆହୁରି ୩ ଦିନ କଲବଲ କରିବ ଶୀତ…
- Men’s Hockey India League 2026: କଳିଙ୍ଗର କ୍ରମାଗତ ଚତୁର୍ଥ ବିଜୟ ;ପରବର୍ତ୍ତୀ ମ୍ୟାଚ ଭୁବନେଶ୍ବରରେ…
- ମିଚେଲଙ୍କ ଶତକ ଆଗରେ ଫିକା ପଡିଲା ରାହୁଲଙ୍କ ପ୍ରଦର୍ଶନ: ସିରିଜ ବରାବର କଲା ନ୍ୟୁଜିଲାଣ୍ଡ
- ଶାନ୍ତି ଓ ଅହିଂସାର ବାର୍ତ୍ତା ଦେଉଛି ଉଦୟଗିରିରେ ଆୟୋଜିତ ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ; ବୌଦ୍ଧ ଧର୍ମ ପୁସ୍ତକ ଉନ୍ମୋଚିତ
- ୧୩ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ; ଜଣେ ଅଭିଯୁକ୍ତ ଗିରଫ
- ମଜଭୁତ ହେଉଛି ଭାରତୀୟ ପାସପୋର୍ଟ; ଏବେ ୫୫ ଦେଶରେ ଭିସା ଫ୍ରି ଏଣ୍ଟ୍ରି…
- ୬୪ ଚାଲର ମହାରଥୀ ବିଶ୍ୱନାଥନ କିଟରେ ଉଦଘାଟନ କଲେ ଚେସ ମହାକୁମ୍ଭ
Comments are closed.