କଳାହାଣ୍ଡି : ଭିଜିଲାନ୍ସ ଜାଲରେ ମଦନପୁର ଆଦର୍ଶ ବିଦ୍ୟାଳୟର ପ୍ରିନ୍ସିପାଲ ଖିତିଶ ଭୂଷଣ ବିଶ୍ବାଳ । ଗଙ୍ଗାଧର ବାଗ ନାମକ ଜଣେ ବ୍ୟକ୍ତି ମଦନପୁର ଆଦର୍ଶ ବିଦ୍ୟାଳୟରେ ଜଗୁଆଳ ଭାବେ ନିଯୁକ୍ତି ପାଇଥିଲେ। ହେଲେ ସେ କାର୍ଯ୍ୟରେ ଯୋଗ ଦେଇ ନଥିଲେ। କାର୍ଯ୍ୟରେ ଯୋଗ ଦେବାକୁ ହେଲେ ୪୦ ହଜାର ଟଙ୍କା ଲାଞ୍ଚ ଦେବାକୁ ପଡ଼ିବ ବୋଲି ପ୍ରିନ୍ସିପାଲ କହିଥିଲେ । ଏହାପରେ ଭିଜିଲାନ୍ସକୁ ଜଣାଇଥିଲେ ଗଙ୍ଗାଧର । ପୂର୍ବ ଯୋଜନା ମୁତାବକ, ପ୍ରିନ୍ସିପାଲଙ୍କୁ ୪୦ ହଜାର ଟଙ୍କା ଦେଇଥିଲେ ଗଙ୍ଗାଧର । ଏହି ସମୟରେ କଳାହାଣ୍ଡି ଭିଜିଲାନ୍ସ ପ୍ରନ୍ସିପାଲଙ୍କୁ ଟଙ୍କା ନେବା ବେଳେ ଧରିଥିଲା ।
BREAKING NEWS
- ଅଗରକରଙ୍କ କାର୍ୟ୍ୟକାଳ ଶେଷ: ମୁଖ୍ୟ ଚୟନକର୍ତ୍ତା ପଦ ପାଇଁ ଆନୁଷ୍ଠାନିକ ଭାବେ ଆବେଦନ ଆହ୍ୱାନ
- ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା, ଆହତ ହୋଇ ଦଳରୁ ବାହାରିଲେ ପ୍ରସିଦ୍ଧ କୃଷ୍ଣା
- ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍

Comments are closed.