ସ୍ପେନ: କରୋନା ଭୂତାଣୁ ସଂକ୍ରମଣରେ ସ୍ପେନ୍ ରାଜକୁମାରୀ ମାରିୟା ଟେରେସାଙ୍କ ମୃତ୍ୟୁ ହୋଇଛି । ସେ କରୋନା ପଜିଟିଭ ଚିହ୍ନଟ ହେବା ପରଠାରୁ ଚିକିତ୍ସାଧୀନ ଥିଲେ । ତେବେ ଗଲା ଦୁଇ ଦିନ ପୂର୍ବରୁ ଅର୍ଥାତ ୨୬ ମାର୍ଚ୍ଚରେ ତାଙ୍କର ମୃତ୍ୟୁ ହୋଇଛି । ଏନେଇ ତାଙ୍କ ଭାଇ ଫେସ୍ବୁକ୍ରେ ପୋଷ୍ଟ କରି ଜଣାଇଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା ।
ରାଜକୀୟ ପରମ୍ପରା ଅନୁଯାୟୀ ତାଙ୍କ ଅନ୍ତିମ ସଂସ୍କାର ବଙ୍କିମହାମ ସିଟିରେ ସମ୍ପନ୍ନ ହୋଇଛି । ତାଙ୍କ ପରଲୋକରେ ସ୍ପେନ ରାଜ ପରିବାରରେ ଶୋକର ଛାୟା ଖେଳିଯାଇଛି । କରୋନା ଭୂତାଣୁ ସଂକ୍ରମଣରେ ବିଶ୍ୱରେ ରାଜ ପରିବାରର ଏହା ପ୍ରଥମ ମୃତ୍ୟୁ ।
BREAKING NEWS
- Budget 2026: ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ର କରିବା ଲକ୍ଷ୍ୟକୁ ଧ୍ୟାନରେ ରଖି ପ୍ରସ୍ତୁତ ହୋଇଛି: ଅମିତ ଶାହା
- Union Budget 2026: ବଜେଟ ପାଇଁ କାହିଁକି ଧସିଲା ସେୟାର ମାର୍କେଟ…
- Budget 2026: ‘ଖେଲୋ ଇଣ୍ଡିଆ ମିଶନ’ ଭାଗ୍ୟ ବଦଳାଇବ ଦେଶର, ଏବେ ପଦକ ସହ ମିଳିବ ନିଯୁକ୍ତି
- Union Budget 2026: She-Mart ଯୋଜନା କ’ଣ? ବଜେଟ୍ ୨୦୨୬ ରେ ମହିଳାମାନଙ୍କ ପାଇଁ ବଡ଼ ଘୋଷଣା…
- ଏହା ଏକ ଯୁବଶକ୍ତି ବଜେଟ୍, ବର୍ତ୍ତମାନର ସ୍ୱପ୍ନକୁ ସାକାର କରିବ: ମୋଦି
- ଟି୨୦ ବିଶ୍ୱକପ ପୂର୍ବରୁ ଏହି ସବୁ ପ୍ରଶ୍ନର ଉତର ଖୋଜୁଛି ଟିମ ଇଣ୍ଡିଆ
- Budget 2026: ୨୦୩୦ ସୁଦ୍ଧା ଭାରତୀୟ କାଜୁ ଓ କୋକୋଆକୁ ବିଶ୍ୱର ଏକ ପ୍ରିମିୟମ୍ ବ୍ରାଣ୍ଡ୍ ଭାବେ ଗଢ଼ି ତୋଳିବା ଲକ୍ଷ୍ୟ
- ବଜେଟରେ ନାଖୁସ ଶଶି ଥରୁର: କହିଲେ, ନିର୍ବାଚନ ରାଜ୍ୟ ହେବା ସତ୍ତ୍ୱେ କେରଳକୁ କରାଗଲା ଅଣଦେଖା
- ଭାରତ ଇରାନରୁ ନୁହେଁ, ଭେନେଜୁଏଲାରୁ ତେଲ କିଣିବ: ବଡ଼ ଘୋଷଣା କଲେ ଟ୍ରମ୍ପ
- Union Budget 2026: ଓଡିଶା ଉପରେ ବଜେଟ ବର୍ଷା, ମୁଖ୍ୟମନ୍ତ୍ରୀ ଜଣାଇଲେ ଅଭିନନ୍ଦନ…
Comments are closed.