ସ୍ପେନ: କରୋନା ଭୂତାଣୁ ସଂକ୍ରମଣରେ ସ୍ପେନ୍ ରାଜକୁମାରୀ ମାରିୟା ଟେରେସାଙ୍କ ମୃତ୍ୟୁ ହୋଇଛି । ସେ କରୋନା ପଜିଟିଭ ଚିହ୍ନଟ ହେବା ପରଠାରୁ ଚିକିତ୍ସାଧୀନ ଥିଲେ । ତେବେ ଗଲା ଦୁଇ ଦିନ ପୂର୍ବରୁ ଅର୍ଥାତ ୨୬ ମାର୍ଚ୍ଚରେ ତାଙ୍କର ମୃତ୍ୟୁ ହୋଇଛି । ଏନେଇ ତାଙ୍କ ଭାଇ ଫେସ୍ବୁକ୍ରେ ପୋଷ୍ଟ କରି ଜଣାଇଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା ।
ରାଜକୀୟ ପରମ୍ପରା ଅନୁଯାୟୀ ତାଙ୍କ ଅନ୍ତିମ ସଂସ୍କାର ବଙ୍କିମହାମ ସିଟିରେ ସମ୍ପନ୍ନ ହୋଇଛି । ତାଙ୍କ ପରଲୋକରେ ସ୍ପେନ ରାଜ ପରିବାରରେ ଶୋକର ଛାୟା ଖେଳିଯାଇଛି । କରୋନା ଭୂତାଣୁ ସଂକ୍ରମଣରେ ବିଶ୍ୱରେ ରାଜ ପରିବାରର ଏହା ପ୍ରଥମ ମୃତ୍ୟୁ ।
BREAKING NEWS
- କଟକର ଘରୋଇ କଲେଜ ହଷ୍ଟେଲରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ
- ଆସୁଛି ଆଉ ଏକ ଲଘୁଚାପ, ୧୨ ଯାଏଁ ପ୍ରବଳ ବର୍ଷା
- ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ
- ATCରେ ତ୍ରୁଟି, ବ୍ରିଟେନରେ ୧୦୦୦ ବିମାନ ବାତିଲ
- ବନ୍ୟା ପରେ ନେପାଳରେ ଭୂକମ୍ପ, ତୀବ୍ରତା ୫.୦…
- ଫାୟାର ସେଫ୍ଟି ନିୟମ ନମାନିଲେ ବନ୍ଦ ହେବ କୋଚିଂ ସେଣ୍ଟର…
- ବିଶ୍ୱରେ ସବୁଠୁ ଅଧିକ ଟଙ୍କା ପାଉଥିବା ପ୍ରଧାନମନ୍ତ୍ରୀ : ବଢ଼ିଲା ବାର୍ଷିକ ୧ ନିୟୁତ ଡଲାର
- ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଉପରେ ଗୁରୁତ୍ୱାରୋପ
- ଆଖୁ ଉତ୍ପାଦନ ବଢ଼ାଇବାକୁ ଆଧୁନିକ ଆଖୁ ଚାଷ ଉପରେ ଗୁରୁତ୍ୱ ବୃଦ୍ଧି କରିଛି ରାଜ୍ୟ
- “ମାଳିପୁଟ ମେଲୋଡିଜ୍” ଏହି ଦିନ ହେବ ରିଲିଜ;କୋରାପୁଟରେ ଜୀବନ ଓ ସଂଘର୍ଷର କାହାଣୀ କହିବ …

Comments are closed.