ଭୁବନେଶ୍ୱର: ରାଜ୍ୟସଭା ପାଇଁ ବିଜେଡି ୪ ଜଣଙ୍କ ନାଁ ଘୋଷଣା କରିବା ପରେ ଏବେ ନଜର ବିଜେପି ଉପରେ । ତେବେ ବିଜେପି ପ୍ରାର୍ଥୀ ଘୋଷଣା କରିବ କି ନାହିଁ ସେ ନେଇ ସସ୍ପେନ୍ସ ଜାରି ରହିଛି । ଆଜି ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ଯେ, ପ୍ରାର୍ଥୀ ଦେବା ନଦେବା ନେଇ ବିଜେପି ପାର୍ଲାମେଂଟାରୀ ବୋର୍ଡ ଏଯାଏଁ ନିଷ୍ପତି ନେଇନି ।
ତେବେ ପୃଥ୍ୱୀରାଜ କହିଛନ୍ତି, ବିଜେପି ପାଖରେ ଆବଶ୍ୟକ ସଂଖ୍ୟା ନଥିବାରୁ ବିଜେପି ରାଜ୍ୟସଭା ପାଇଁ ପ୍ରାର୍ଥୀ ଦେଇ ନପାରେ । ତଥାପି କେନ୍ଦ୍ରୀୟ ସଂସଦୀୟ ବୋର୍ଡ ଏହା ଉପରେ ଚୂଡାନ୍ତ ନିଷ୍ପତ୍ତି ନେବ ବୋଲି ସେ ପ୍ରତିକ୍ରିୟା ରଖିଛନ୍ତି ।
BREAKING NEWS
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
Comments are closed.