Latest Odisha News

ଆସନ୍ତାକାଲି ସବୁ ସରକାରୀ ଓ ବେସରକାରୀ କଲେଜ ବନ୍ଦ

ଭୁବନେଶ୍ବର : ଆସନ୍ତାକାଲି ସମସ୍ତ ସରକାରୀ ଓ ବେସକାରୀ କଲେ ବନ୍ଦ ରହିବ । ଏ ନେଇ ଉଚ୍ଚ ଶିକ୍ଷା ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତାକାଲି କଂଗ୍ରେସ ବନ୍ଦ ଡାକରା ଦେଇଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ପେଟ୍ରୋଲ, ଡିଜେଲ ଓ ଗ୍ୟାସ ଦର ବୃଦ୍ଧିକୁ ନେଇ କଂଗ୍ରେସ ବନ୍ଦ ଡାକରା ଦେଇଛି । ସକାଳ ୭ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ବନ୍ଦ ପାଳନ କରାଯିବ । ସେହିପରି ଆସନ୍ତାକାଲି ରାଜ୍ୟରେ ସମସ୍ତ ସ୍କୁଲ ବନ୍ଦ ରହିବ ବୋଲି ଗଣ ଶିକ୍ଷାମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

Leave A Reply

Your email address will not be published.