Latest Odisha News

ଘରୋଇ ବସ୍ ମାଲିକ ସଂଘର ଧର୍ମଘଟ ଡାକରା ପ୍ରତ୍ୟାହୃତ

କଟକ: ଘରୋଇ ବସ୍ ମାଲିକ ସଂଘର ଧର୍ମଘଟ ଡାକରା ପ୍ରତ୍ୟାହୃତ। ଘରୋଇ ବସ୍ ମାଲିକ ସଂଘର ବୈଠକ ପରେ ଏହି ଘୋଷଣା କରାଯାଇଛି।

ମୁଖ୍ୟମନ୍ତ୍ରୀ ବସ୍‌ ସେବା ସଂପ୍ରସାରଣକୁ ବିରୋଧ କରି ଏହି ଧର୍ମଘଟ ଡାକରା ଦିଆଯାଇଥିଲା। ସୂଚନା ଅନୁଯାୟୀ, ଶୁକ୍ରବାର ମୁଖ୍ୟମନ୍ତ୍ରୀ, ପରିବହନ ମନ୍ତ୍ରୀ, ପରିବହନ ସଚିବ ଓ ପରିବହନ କମିଶନରଙ୍କ ସହିତ ଘରୋଇ ବସ ମାଲିକ ସଂଘର ଆଲୋଚନା ହୋଇଥିଲା। ଆଲୋଚନା ପରେ ବସ ଧର୍ମଘଟରୁ ଓହରିବ ବୋଲି ସଂଘ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।

ଅଧିକ ପଢନ୍ତୁ:- ୨୪ରୁ ରାଜ୍ୟବ୍ୟାପୀ ଘରୋଇ ବସ୍ ଧର୍ମଘଟ ଡାକରା ବଳବତ୍ତର

Comments are closed.