ନୂଆଦିଲ୍ଲୀ : କଂଗ୍ରେସ ପ୍ରବକ୍ତା ପ୍ରିୟଙ୍କା ଚର୍ତୁବେଦୀ ଦଳରୁ ଇସ୍ତଫା ପ୍ରଦାନ କରିବା ସହ ଶୁକ୍ରବାର ଦିନ ଶିବସେନାରେ ସାମିଲ ହୋଇଛନ୍ତି ।
ଉତ୍ତର ପ୍ରଦେଶର ମଥୁରାରେ ଆୟୋଜିତ ଏକ ପ୍ରେସ୍ କନଫରେନ୍ସରେ ଯୋଗ ଦେବାକୁ ଯାଇଥିବା ପ୍ରିୟଙ୍କା ପରବର୍ତ୍ତୀ ସମୟରେ ତାଙ୍କ ଦଳର କିଛି କର୍ମୀଙ୍କ ଦ୍ୱାରା ଦୁର୍ବ୍ୟବହାରର ଶିକାର ହୋଇଥିବା ନେଇ ସେ ନିକଟରେ ଅଭିଯୋଗ କରିଥିଲେ । ପରେ ଏହି ଘଟଣାରେ ପ୍ରିୟଙ୍କା ଦଳ ଉପରେ ଅସନ୍ତୋଷ ବ୍ୟକ୍ତ କରିଥିଲେ ।
Deeply saddened that lumpen goons get prefence in @incindia over those who have given their sweat&blood. Having faced brickbats&abuse across board for the party but yet those who threatened me within the party getting away with not even a rap on their knuckles is unfortunate. https://t.co/CrVo1NAvz2
— Priyanka Chaturvedi🇮🇳 (@priyankac19) April 17, 2019
Comments are closed.