ବର୍ମିଂହାମ: ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡାର ୯ମ ଦିବସରେ ଭାରତ ପାଇଁ ପଦକ ଜିତିଛନ୍ତି ମହିଳା ରେସ ୱାକର ପ୍ରିୟଙ୍କା ଗୋସ୍ୱାମୀ । ସେ ୧୦ ହଜାର ମିଟର ରେସରେ ରୌପ୍ୟ ପଦକ ଜିତି ଭାରତକୁ ଗୌରବାନ୍ୱିତ କରିଛନ୍ତି । ପ୍ରିୟଙ୍କା ୪୩.୩୮ ମିନିଟରେ ତାଙ୍କ ରେସ୍ ସମ୍ପୂର୍ଣ୍ଣ କରିଥିଲେ । ୪୨.୩୪ ମିନିଟ ସମୟ ସହ ଅଷ୍ଟ୍ରେଲିଆର ଜେମିମା ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ସେହିପରି କେନିୟାର ଏମଲି ୪୩:୫୦.୮୬ ସେକେଣ୍ଡ ସମୟ ସହ ବ୍ରୋଞ୍ଜ ପଦକ ଜିତିଛନ୍ତି । ଶନିବାର ଭାରତର ଦୁଇ ରେସଲର ଭିନେଶ ଫୋଗଟ ଓ ପୂଜା ସେହାଗ ସେମାନଙ୍କ ବିଭାଗର ଫାଇନାଲରେ ପ୍ରବେଶ କରି ଭାରତ ପାଇଁ ରୌପ୍ୟ ପଦକ ନିଶ୍ଚିତ କରିଛନ୍ତି । ସେହିପରି ମହିଳା ହକିରେ ଭାରତ ଜବରଦସ୍ତ ପ୍ରଦର୍ଶନ କରିଥିଲେ ମଧ୍ୟ ପେନାଲ୍ଟି ଶୁଟଆଉଟରେ ହାରି ଯାଇଛି । ଏବେ ବ୍ରୋଞ୍ଜ ପଦକ ପାଇଁ ଦଳ ମୁକାବିଲା କରିବ ।
BREAKING NEWS
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
- Congress’s ‘miracle’ dig at Amit Shah: ଅମିତ ଶାହଙ୍କ ଭାଷଣ ନେଇ କଟାକ୍ଷ କଲା କଂଗ୍ରେସ, କହିଲା, ‘୯୦ ମିନିଟର ଚିତ୍କାର…ଚମତ୍କାର…’
- ଯାଜପୁର ପୋଲିସ୍ ଦ୍ୱାରା “ଇ-ମିତ୍ର” ଚାଟ୍ବୋଟ୍ର ଶୁଭାରମ୍ଭ
- ସେପ୍ଟିକ ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
- ଆସାମ ନିର୍ବାଚନ ପାଇଁ ବିଜେପିର ମାଷ୍ଟର ପ୍ଲାନ୍
- ୨୩ଟି ଦେଶରେ ବ୍ୟାପିଛି କରୋନା ଭାଇରସର ନୂଆ ଭାରିଆଣ୍ଟ, ଭାରତ ଉପରେ ଏହାର ପ୍ରଭାବ ରହିଛି କି?
- Stampede at Bihar’s Temple: ନାଳନ୍ଦାର ଶୀତଳା ମନ୍ଦିରରେ ଦଳାଚକଟା, ଚାଲିଗଲା ୮ ଜୀବନ, ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
Comments are closed.