Latest Odisha News

BREAKING NEWS

ପ୍ରଫେସର ଗୀତାଞ୍ଜଳି ଦାଶ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନୂଆ କୁଳପତି

ଭୁବନେଶ୍ବର: ପ୍ରଫେସର୍ ଗୀତାଞ୍ଜଳି ଦାଶ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର କୁଳପତି ନିଯୁକ୍ତ ହୋଇଛନ୍ତି । ଓଡ଼ିଶା ୟୁନିଭର୍ସିଟି ଆକ୍ଟ ୧୯୮୯ର ଧାରାରେ ଦିଆଯାଇଥିବା କ୍ଷମତାର ବ୍ୟବହାରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପ୍ରଫେସର ଗୀତାଞ୍ଜଳି ଦାଶଙ୍କୁ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ଦେଇଛନ୍ତି । ଚାରିବର୍ଷର ଅବଧି ପାଇଁ ସେ କାର୍ଯ୍ୟଭାର ଗ୍ରହଣ କରିବା ଦିନଠାରୁ କିମ୍ବା ଏହା ପୂର୍ବରୁ ଯାହା ଆଦେଶ ଥିବ ସେ ପର୍ଯ୍ୟନ୍ତ ଏହି ନିଯୁକ୍ତି କାର୍ଯ୍ୟକାରୀ ହେବ।

Leave A Reply

Your email address will not be published.