Latest Odisha News

BREAKING NEWS

ପୁଣି ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟଙ୍କ କାନ୍ଧରେ ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ଦାୟିତ୍ବ

ଭୁବନେଶ୍ବର:ପୁଣି ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ଦାୟିତ୍ବ ମିଳିଛି ପ୍ରଫେସର ଯଜ୍ଞେଶ୍ବେର ଦଣ୍ଡପାଟଙ୍କୁ। ଶୁକ୍ରବାର ରାଜଭବନ ପକ୍ଷରୁ ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନାଥାଉକି, ନୂଆ କୁଳପତି ନିଯୁକ୍ତି ପର୍ଯ୍ୟନ୍ତ ଦାୟିତ୍ବରେ ରହିବେ ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟ ।

ଖବର ମୁତାବକ, ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଲା ପରେ ଗତ ୨୨ ତାରିଖରେ ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟଙ୍କ ନିଯୁକ୍ତି ରଦ୍ଦ ହୋଇଥିଲା। ପୁରୁଣା ବିଶ୍ବବିଦ୍ୟାଳୟ ଆଇନ  ଅନୁଯାୟୀ ରଦ୍ଦ ହୋଇଥିଲା ନିଯୁକ୍ତି।

 

 

 

Comments are closed.