ଭଦ୍ରକ: ଏବର୍ଷ ଜାଗର ଯାତ୍ରାରେ ଭକ୍ତ ଶୂନ୍ୟ ରହିବ ଭଦ୍ରକ ଜିଲ୍ଲାର ପ୍ରମୁଖ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ପୀଠ । ବିନା ଶ୍ରଦ୍ଧାଳୁରେ ଆରଡ଼ିରେ ଜାଗତଯାତ୍ରା ଅନୁଷ୍ଠିତ ହେବ । ଏଥିରାଇଁ ୧୦ ତାରିଖ ସକାଳ ୭ଟାରୁ ୧୨ ତାରିଖ ସକାଳ ୭ଟା ଯାଏଁ ଜାରି ହେବ ୧୪୪ ଧାରା । ମନ୍ଦିର ପରିସରରେ କେହି ଏକାଠି ହୋଇ ପାରିବେ ନାହିଁ । କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି । କେବଳ ସୀମିତ ସଂଖ୍ୟକ ସେବାୟତ ବାବା ଆଖଣ୍ଡଳମଣିଙ୍କ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରିବେ ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.