ଭଦ୍ରକ: ଏବର୍ଷ ଜାଗର ଯାତ୍ରାରେ ଭକ୍ତ ଶୂନ୍ୟ ରହିବ ଭଦ୍ରକ ଜିଲ୍ଲାର ପ୍ରମୁଖ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ପୀଠ । ବିନା ଶ୍ରଦ୍ଧାଳୁରେ ଆରଡ଼ିରେ ଜାଗତଯାତ୍ରା ଅନୁଷ୍ଠିତ ହେବ । ଏଥିରାଇଁ ୧୦ ତାରିଖ ସକାଳ ୭ଟାରୁ ୧୨ ତାରିଖ ସକାଳ ୭ଟା ଯାଏଁ ଜାରି ହେବ ୧୪୪ ଧାରା । ମନ୍ଦିର ପରିସରରେ କେହି ଏକାଠି ହୋଇ ପାରିବେ ନାହିଁ । କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି । କେବଳ ସୀମିତ ସଂଖ୍ୟକ ସେବାୟତ ବାବା ଆଖଣ୍ଡଳମଣିଙ୍କ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରିବେ ।
BREAKING NEWS
- ମୁମ୍ବାଇ କ୍ରିକେଟ୍ ଆସୋସିଏସନର ବଡ଼ ନିଷ୍ପତ୍ତି: ୫୦୦ କୋଟି ଟଙ୍କାର ସ୍ୱତନ୍ତ୍ର ପାଣ୍ଠି ଗଠନ
- ହିଣ୍ଡାଲ୍କୋର ମୀନାକ୍ଷୀ କୋଇଲା ଖଣି ପାଇଁ ଜନଶୁଣାଣି; ମିଳିଲା ପ୍ରବଳ ଜନ ସମର୍ଥନ
- ବୁଡ଼ିଲା ପୋଲ..ମାଲକାନଗିରି -କାଲିମେଳା ଯୋଗାଯୋଗ ବିଚ୍ଛିନ୍ନ;ଏପଟେ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
- ଆସୁଛି ପାର୍ବଣ ଋତୁ… ବିଦ୍ୟୁତ ସୁରକ୍ଷା ନେଇ ସତର୍କତାମୂଳକ ନିର୍ଦ୍ଦେଶାବଳୀ ଜାରି କଲା ଟିପିଏସ୍ଓଡିଏଲ୍
- ଗୋଡ଼ ବାରମ୍ବାର ଝିମ୍ଝିମ୍ ହେଉଛି କି? ପିମ୍ପୁଡ଼ି ଚାଲିଲା ଭଳି ଲାଗୁଥିଲେ ଜାଣନ୍ତୁ ପ୍ରକୃତ କାରଣ ଓ ଘରୋଇ ଉପଚାର
- ଅଣ୍ଡା ଚୋପା ଛଡ଼ାଇବାରେ ହେଉଛି କି ଅସୁବିଧା? ପାଣିରେ ମିଶାନ୍ତୁ ଏହି ଗୋଟିଏ ଜିନିଷ, ସହଜରେ ବାହାରି ଆସିବ ଚୋପା
- ରିଲ୍ସ କରି ବନ୍ଧା ହେଲେ ୮ ଜଣ; ହାତରେ ଛୁରି ଧରି ଭିଡ଼ିଓ…
- ବିଶ୍ୱ ବାଣିଜ୍ୟ ପାଇଁ ସମୁଦ୍ର ପଥର ସୁରକ୍ଷା ଜରୁରୀ: ବ୍ରିକ୍ସ ମଞ୍ଚରୁ ଆମେରିକା ଓ ଇରାନକୁ ମୋଦିଙ୍କ ପରୋକ୍ଷ ବାର୍ତ୍ତା
- ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ମୁଖ୍ୟମନ୍ତ୍ରୀଙ୍କୁ ସୁରକ୍ଷା ମାଗିଲେ ତେଲକୋଇ ବିଧାୟକ ଫକୀର ମୋହନ ନାଏକ
- ରାଜସ୍ୱ ପର୍ଷଦର ନୂଆ ୱେବସାଇଟ୍ ଲୋକାର୍ପିତ: ମାମଲା ଫଇସଲା ହେବ ତ୍ୱରିତ ଓ ସ୍ୱଚ୍ଛ

Comments are closed.