ସୁନ୍ଦରଗଡ : ବଣାଇଁ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ପିଏସଓ ଡମ୍ବରୁ ସାହୁଙ୍କ ଆତ୍ମହତ୍ୟା । ଡମ୍ବରୁ କୁର୍ଡା ସ୍ଥିତ ବାସଭବନରେ ନିଜ ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି । ତେବେ ଆତ୍ମହତ୍ୟାର କାରଣ ଜଣାପଡିପାରିନାହିଁ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ କରୁଛି ।
BREAKING NEWS
- ଦୁର୍ଗାମେଢ଼ ତିଆରି କରୁଥିଲେ…ଏମିତି ଚାଲିଗଲା ଜୀବନ
- ମହାଷ୍ଟମୀ ଓ ଦଶହରା କେବେ, କେଉଁ ଦିନ କରିବେ ପୂଜା? ପୁଣି ଉପୁଜିଲା ଦ୍ୱନ୍ଦ
- India’s Ambassador To Nepal:ସୁଧାକର ଦଲେଲା କିଏ? ନେପାଳରେ ଭାରତର ନୂତନ ରାଷ୍ଟ୍ରଦୂତ
- କଂଗ୍ରେସ ମହାରାଲି ପାଇଁ ଗ୍ରୀନ୍ ସିଗନାଲ୍: ମିଳିଲା NOC, କମ୍ପିବ ରାମଲୀଳା ମଇଦାନ
- RG Kar Case: ସନ୍ଦୀପ ଘୋଷଙ୍କ ଜାମିନକୁ ନେଇ ତେଜିଲା ରାଜନୈତିକ ହଇଚଇ, CBI ଭୂମିକା ଉପରେ ଉଠିଲା ପ୍ରଶ୍ନ
- କ୍ରିକେଟ୍ର ନୂଆ ଫର୍ମାଟ୍: ଟେଷ୍ଟ ଟ୍ୱେଣ୍ଟି
- ଅଭିଜିତ ଦୀପକେଙ୍କୁ ସର୍ତ୍ତମୂଳକ ଜାମିନ, ଶାନ୍ତି ବଜାୟ ରଖିବା ପାଇଁ ପିସ୍ ବଣ୍ଡ ସ୍ୱାକ୍ଷର
- ମୁମ୍ବାଇ ଇଣ୍ଡିଆନ୍ସ ହେଡ୍ କୋଚ୍ ପଦ ଛାଡ଼ିଲେ ମାହେଲା ଜୟବର୍ଦ୍ଧନେ
- ଟିମ୍ ଇଣ୍ଡିଆକୁ ଆଉ ଫେରିବେ ନାହିଁ ରବୀନ୍ଦ୍ର ଜାଡେଜା ? ୨୦୨୭ ବିଶ୍ୱକପ୍ ଯୋଜନାକୁ ନେଇ ବଡ଼ ଖୁଲାସା
- ବିସିସିଆଇ ସିନିୟର୍ ସିଲେକ୍ସନ୍ କମିଟି: ଅଗରକରଙ୍କ ସ୍ଥାନ ନେଇପାରନ୍ତି ରମେଶ ପାୱାର

Comments are closed.